Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ‘ଶାଳିଆ ପ୍ରେସ କ୍ଲବ’ର ବାର୍ଷିକ ଆଲୋଚନା ଚକ୍ର ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର: ‘ଶାଳିଆ ପ୍ରେସ କ୍ଲବ’ର ବାର୍ଷିକ ଆଲୋଚନା ଚକ୍ର ଅନୁଷ୍ଠିତ

December 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲାର ଅଗ୍ରଣୀ ସାମ୍ବାଦିକ ସଂଘ ବାଲୁଗାଁସ୍ଥିତ ‘ଶାଳିଆ ପ୍ରେସ କ୍ଲବ’ ର ବାର୍ଷିକ ଆଲୋଚନା ଚକ୍ର ଆଜି ବାଣପୁରସ୍ଥିତ ମା’ ବିରଜାଈ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଅଜିତ କୁମାର ସାହୁଙ୍କ ସଭାପତିତ୍ୱରେ ସମ୍ପାଦକ ସୁଧୀର କୁମାର ବେହେରା ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ସଂଘ ଦ୍ୱାରା ଚଳିତ ବର୍ଷ ଅନୁଷ୍ଠିତ ହୋଇଥିବା ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିଲା।

ବାଣପୁର, ବାଲୁଗାଁ ଓ ଚିଲିକା ଅଞ୍ଚଳର ଜନସାଧାରଣଙ୍କ ସ୍ୱାର୍ଥ ଏବଂ ଅଞ୍ଚଳର ଉନ୍ନତି ପାଇଁ ‘ଶାଳିଆ ପ୍ରେସ କ୍ଲବ’ ସର୍ବଦା ବଦ୍ଧପରିକର ବୋଲି ସଂଘ ସଭାପତି ଶ୍ରୀ ସାହୁ ମତ ରଖିଥିଲେ। ତତସହିତ ଅବହେଳିତ, ନିଷ୍ପେସିତ ଏବଂ ପ୍ରଶାସନିକ ଅବହେଳାର ଶିକାର ହୋଇଥିବା ବ୍ୟକ୍ତିଙ୍କୁ କିପରି ନ୍ୟାୟ ପ୍ରଦାନ କରାଯାଇପାରିବ ସେ ଦିଗରେ ସଂଘ ଅହରହ ଚେଷ୍ଟିତ ବୋଲି ସାଧାରଣରେ ମତ ପ୍ରକାଶ ପାଇଥିଲା।

ପରିଶେଷରେ ଆଗାମୀ ବର୍ଷରେ କ୍ଲବ ପକ୍ଷରୁ ବାଣପୁର-ବାଲୁଗାଁରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ସ୍ଥିର କରାଯାଇଥିଲା। ଅନୁଷ୍ଠିତ ସଭାକୁ ଉପସଭାପତି ସିତାରାମ ଅଗ୍ରୱାଲ ପରିଚାଳନା କରିଥିବା ବେଳେ ସଂଘର ସମସ୍ତ କର୍ମକର୍ତ୍ତା ପୂର୍ଣ୍ଣ ସହଯୋଗ କରିଥିଲେ।

ବାଣପୁର ଶାଳିଆ ପ୍ରେସ କ୍ଲବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ରହ୍ମେଶ୍ୱର ମନ୍ଦିରରୁ ଚୋରି ଘଟଣା: ୨୪ ଘଣ୍ଟା ଭିତରେ ଅଭିଯୁକ୍ତକୁ ଧରିଲା ପୋଲିସ

February 18, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026
Latest News

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.