Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଆସନ୍ତାକାଲି ଠାରୁ ଦୀନବନ୍ଧୁଙ୍କ ସ୍ମୃତିରେ କ୍ରିକେଟ ଓ ଭଲିବଲ ଟୁର୍ଣ୍ଣାମେଣ୍ଟ
ଆଞ୍ଚଳିକ

ବାଲୁଗାଁ: ଆସନ୍ତାକାଲି ଠାରୁ ଦୀନବନ୍ଧୁଙ୍କ ସ୍ମୃତିରେ କ୍ରିକେଟ ଓ ଭଲିବଲ ଟୁର୍ଣ୍ଣାମେଣ୍ଟ

December 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆସନ୍ତାକାଲି (୨୭ ତାରିଖ, ମଙ୍ଗଳବାର) ଠାରୁ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଗୋପୀନାଥପୁର ଗ୍ରାମରେ ଏକ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବାକୁ ଯାଉଛି। ଗୋପୀନାଥପୁର ଗ୍ରାମର ଯୁବକ ମାନଙ୍କ ଦ୍ଵାରା ଏହି ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯାଉଛି। ସ୍ଵର୍ଗତ ଦୀନବନ୍ଧୁ ପ୍ରଧାନଙ୍କ ସ୍ମୃତିରେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯାଉଛି। ଦୀନବନ୍ଧୁ ଜଣେ ମିଷ୍ଟଭାଷୀ, ପରୋପକାରୀ ବ୍ୟକ୍ତି ଥିଲେ। ସେ ବାଲୁଗାଁ ମହାବିଦ୍ୟାଳୟର ଜଣେ କର୍ମଚାରୀ ଥିଲେ। ତାଙ୍କର ଗତ ୧୮ ତାରିଖରେ ଦେହାନ୍ତ ହୋଇଥିଲା। ତେଣୁ ଦୀନବନ୍ଧୁଙ୍କ ସ୍ମୃତିରେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯାଉଛି।

ତେବେ ଆୟୋଜକ ତରଫରୁ ଏହି ଟୁର୍ଣ୍ଣାମେଣ୍ଟରେ ୮ ଟି ଦଳ ଭାଗ ନେଉଛନ୍ତି। ଗୋପୀନାଥପୁର, ସିଙ୍ଗେଶ୍ଵର, ଭୀମପୁର, ବାଲୁଗାଁ ଇଲେଭେନ ଷ୍ଟାର, ପଦନପୁର, ସାମାନ୍ତରାୟ ପୁର, ଏମଡି ସ୍ପୋର୍ଟସ୍ ଓ ତୋରସିଂହ ଭଳି କ୍ରିକେଟ ଟିମ ଏହି ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରୁଛନ୍ତି।

ସେହିଭଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ ପରେ ପରେ ଦୀନବନ୍ଧୁଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ଭଲି ବଲ ଟୁର୍ଣ୍ଣାମେଣ୍ଟ ମଧ୍ୟ ଆୟୋଜନ କରାଯାଉଛି। ଏଥିରେ ମଧ୍ୟ ୮ ଟି ଦଳ ଭାଗ ନେଉଛନ୍ତି। ସେହି ଦଳ ଗୁଡିକ ହେଲେ…ଭୀମପୁର, ବିଷରପାଟଣା, ଇଞ୍ଜନପୁର, ଗୋପୀନାଥପୁର, ଏଆରସି ବାଲୁଗାଁ, ଗମ୍ଭାରିମୁଣ୍ଡା, ଦୀକ୍ଷିତିପଡା ଏବଂ ପୁଞ୍ଜିଆମାର ଭଲି ବଲ ଟିମ ଅଂଶଗ୍ରହଣ କରୁଛନ୍ତି।

କ୍ରିକେଟ ବାଲୁଗାଁ ଭଲିବଲ ଟୁର୍ଣ୍ଣାମେଣ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ବାଲୁଗାଁରେ ପ୍ରଥମ ଥର ହେବ ‘ଚିଲିକା ପୁସ୍ତକ ମେଳା’, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରସ୍ତୁତି ବୈଠକ

April 16, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

NIA ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୦ ବର୍ଷ ପୁରୁଣା ମାମଲାରେ ଜମ୍ମୁ କାଶ୍ମୀର ବିଚ୍ଛିନ୍ନତାବାଦୀ ନେତା ଗିରଫ

April 18, 2026

ମହିଳା ସଂରକ୍ଷଣ ବିଲ୍ ପାସ୍ ନହେବା ପରେ ଜଗନ ମୋହନଙ୍କ ଆସିଲା ପ୍ରତିକ୍ରିୟା: କହିଲେ…

April 18, 2026

କେନ୍ଦ୍ରୀୟ କର୍ମଚାରୀମାନଙ୍କ ପାଇଁ ଖୁସି ଖବର: ମହଙ୍ଗା ଭତ୍ତା ବୃଦ୍ଧି କଲେ ସରକାର

April 18, 2026

ଆଜି ରାତି ୮:୩୦ ରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦି

April 18, 2026

ଓମ୍ ପ୍ରକାଶ ରାଜଭରଙ୍କ ବଡ଼ ଘୋଷଣା: ମହିଳା ସଂରକ୍ଷଣ ସମ୍ପର୍କରେ ହେବ ରାଜ୍ୟବ୍ୟାପୀ ଆନ୍ଦୋଳନ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.