Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତୃତୀୟ ଦିନରେ ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ଫୁଟବଲ୍ ପ୍ରତିଯୋଗିତା: ପୁରୀ ବିଜୟୀ
ଆଞ୍ଚଳିକ

ତୃତୀୟ ଦିନରେ ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ଫୁଟବଲ୍ ପ୍ରତିଯୋଗିତା: ପୁରୀ ବିଜୟୀ

December 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ଫୁଟବଲ୍ ପ୍ରତିଯୋଗିତାର ତୃତୀୟ ଦିନରେ ପୁରୀ ଓ ଭଞ୍ଜନଗର ସ୍ପୋର୍ଟସ କ୍ଲବ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା। ଏଥିରେ ପୁରୀ ଗୋଟିଏ ଗୋଲ୍ ଦେଇ ବିଜୟ ଲାଭ କରିଛି।

ଆଜିର ମୁଖ୍ୟ ଅତିଥି ଭାବେ ଖୋର୍ଦ୍ଧା ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କର ଡାଇରେକ୍ଟର ଭାବଗ୍ରାହୀ ସାହୁ ଓ ଅତିଥି ଭାବେ ଅବସରପ୍ରାପ୍ତ ଖାଉଟି ଫୋରମ୍ ଜଜ୍ ନାରାୟଣ ମହାପାତ୍ର ଯୋଗଦାନ୍ କରିଥିଲେ। ସମାଜସେବୀ କ୍ରୀଷ୍ଣା ଦାସ ସମସ୍ତ ଅତିଥି ମାନଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସ୍ବାଗତ କରିଥିଲେ।

ଶିକ୍ଷକ ନେତା ଜ୍ୟୋତି ରଞ୍ଜନ ଦାଶ ମଞ୍ଚ ସଂଯୋଜନା କରିଥିଲେ। ଆସନ୍ତାକାଲି ଖଣ୍ଡପଡ଼ା ଓ ଗୋପାଳପୁର ମଧ୍ୟରେ ଖେଳ ଅନୁଷ୍ଠିତ ହେବ।

ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ଫୁଟବଲ୍ ପ୍ରତିଯୋଗିତା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ବାଲୁଗାଁରେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ଯୁବ ସମ୍ମିଳନୀ ଅନୁଷ୍ଠିତ

November 9, 2025

ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ: ବାଣପୁରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

November 7, 2025

ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

November 7, 2025
Latest News

ନୂଆପଡା ମତଦାନ ପୂର୍ବରୁ କାହିଁକି ପୂଜାପାଠ କଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

November 11, 2025

Bihar Assembly Voting: ସକାଳ  ୯ ଟା ସୁଦ୍ଧା ବିହାରରେ ୧୪.୫୫ ପ୍ରତିଶତ ମତଦାନ

November 11, 2025

ଧର୍ମେନ୍ଦ୍ରଙ୍କ ମୃତ୍ୟୁ ଗୁଜବ ଉପରେ ଝିଅଙ୍କ ପ୍ରତିକ୍ରିୟା: ସ୍ୱାସ୍ଥ୍ୟ ଅପଡେଟ୍ ଦେଲେ ଇଶା ଦେଓଲ

November 11, 2025

Nuapada Voting: ସକାଳ ୯:୦୦ ସୁଦ୍ଧା ମତଦାନର ହାର ୧୪.୯୯ ପ୍ରତିଶତ

November 11, 2025

ଦିଲ୍ଲୀ ବିସ୍ଫୋରଣ: ଭାରତରେ ଇସ୍ରାଏଲୀ ରାଷ୍ଟ୍ରଦୂତଙ୍କ ଶୋକ ପ୍ରକାଶ

November 11, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.