Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତୃତୀୟ ଦିନରେ ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ଫୁଟବଲ୍ ପ୍ରତିଯୋଗିତା: ପୁରୀ ବିଜୟୀ
ଆଞ୍ଚଳିକ

ତୃତୀୟ ଦିନରେ ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ଫୁଟବଲ୍ ପ୍ରତିଯୋଗିତା: ପୁରୀ ବିଜୟୀ

December 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ଫୁଟବଲ୍ ପ୍ରତିଯୋଗିତାର ତୃତୀୟ ଦିନରେ ପୁରୀ ଓ ଭଞ୍ଜନଗର ସ୍ପୋର୍ଟସ କ୍ଲବ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା। ଏଥିରେ ପୁରୀ ଗୋଟିଏ ଗୋଲ୍ ଦେଇ ବିଜୟ ଲାଭ କରିଛି।

ଆଜିର ମୁଖ୍ୟ ଅତିଥି ଭାବେ ଖୋର୍ଦ୍ଧା ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କର ଡାଇରେକ୍ଟର ଭାବଗ୍ରାହୀ ସାହୁ ଓ ଅତିଥି ଭାବେ ଅବସରପ୍ରାପ୍ତ ଖାଉଟି ଫୋରମ୍ ଜଜ୍ ନାରାୟଣ ମହାପାତ୍ର ଯୋଗଦାନ୍ କରିଥିଲେ। ସମାଜସେବୀ କ୍ରୀଷ୍ଣା ଦାସ ସମସ୍ତ ଅତିଥି ମାନଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସ୍ବାଗତ କରିଥିଲେ।

ଶିକ୍ଷକ ନେତା ଜ୍ୟୋତି ରଞ୍ଜନ ଦାଶ ମଞ୍ଚ ସଂଯୋଜନା କରିଥିଲେ। ଆସନ୍ତାକାଲି ଖଣ୍ଡପଡ଼ା ଓ ଗୋପାଳପୁର ମଧ୍ୟରେ ଖେଳ ଅନୁଷ୍ଠିତ ହେବ।

ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ଫୁଟବଲ୍ ପ୍ରତିଯୋଗିତା
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଦେଶରେ ଚାଲିଛି ୩୨ ଟି ନକଲି ବିଶ୍ୱବିଦ୍ୟାଳୟ: ଛାତ୍ରଛାତ୍ରୀଙ୍କୁ ସତର୍କ କଲା UGC

August 7, 2026

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

CBI ର ବଡ଼ ଖୁଲାସା: NEET-UG ପେପର ଲିକ୍ କରିଥିଲେ NTA ବିଶେଷଜ୍ଞ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.