Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ବୃତ୍ତି ପରୀକ୍ଷା ଫଳ ପ୍ରକାଶିତ, ଜାଣନ୍ତୁ ତୃତୀୟ ଓ ପଞ୍ଚମ ଶ୍ରେଣୀରେ କିଏ ପାଇଲେ ସଫଳତା
ଆଞ୍ଚଳିକ

ରଣପୁର: ବୃତ୍ତି ପରୀକ୍ଷା ଫଳ ପ୍ରକାଶିତ, ଜାଣନ୍ତୁ ତୃତୀୟ ଓ ପଞ୍ଚମ ଶ୍ରେଣୀରେ କିଏ ପାଇଲେ ସଫଳତା

December 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ନୟାଗଡ ଜିଲ୍ଲା ରଣପୁର ଶିକ୍ଷା ବ୍ଲକର ୨୦୨୨ ଶିକ୍ଷା ବର୍ଷର ତୃତୀୟ ଓ ପଞ୍ଚମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ତୃତୀୟ ଶ୍ରେଣୀରେ ସାନଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅର୍ଚ୍ଚିତା ପ୍ରିୟଦର୍ଶିନୀ ପ୍ରଥମ ସ୍ଥାନ, ମାଳିସାହି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଅନିଶା ସାହୁ ଦ୍ଵିତୀୟ ସ୍ଥାନ ଓ ରାଜସୁନାଖଳା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ସ୍ୱସ୍ତିକ ବିଶ୍ୱମ ତୃତୀୟ ସ୍ଥାନ ହାସଲ କରିଛନ୍ତି।

ସେହିପରି ପଞ୍ଚମ ଶ୍ରେଣୀରେ ରାଜନଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଓମ ସାଇ ଶୁଭମ ଲେଙ୍କା ପ୍ରଥମ ସ୍ଥାନ, ରଣପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଦିବ୍ୟଜ୍ୟୋତି ଦଳବେହେରା ଦ୍ଵିତୀୟ ସ୍ଥାନ ଓ ରାଜସୁନାଖଳା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୟସରାଜ ଚୌଧୁରୀ ତୃତୀୟ ସ୍ଥାନ ହାସଲ କରିଛନ୍ତି। ଉଭୟ ତୃତୀୟ ଓ ପଞ୍ଚମ ଶ୍ରେଣୀରେ ମେରିଟରେ ସାତ ଜଣ ଲେଖାଏଁ ଏବଂ ମେରିଟ୍-କମ-ପ୍ରଭର୍ଟରେ ସାତ ଜଣ ଲେଖାଏଁ ପାଇଥିବା ଜଣା ପଡିଛି।

ନୟାଗଡ ବୃତ୍ତି ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Latest News

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.