Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନପଲ୍ଲୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ୪୩ତମ ବାର୍ଷିକ ଉତ୍ସବ
ଆଞ୍ଚଳିକ

ନପଲ୍ଲୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ୪୩ତମ ବାର୍ଷିକ ଉତ୍ସବ

December 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ବ୍ଲକ ନପଲ୍ଲୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ୪୩ତମ ବାର୍ଷିକ ଉତ୍ସବ ପାଳିତ ହୋଇ ଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ସାହୁଙ୍କ ସଭାପତିତ୍ୱରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା।

ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ପ୍ରଜ୍ଞାଞ୍ଜଳୀ ଚହଟ୍ଟରାୟ, ମୁଖ୍ୟ ବକ୍ତା ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ବ୍ରଜବନ୍ଧୁ ମିଶ୍ର, ସମ୍ମାନିତ ଅତିଥି ଭାବେ ପ୍ରଫୁଲ୍ଲ କୁମାର ପାତାଳ ସିଂ, ସମିତି ସଭ୍ୟା ଦିପଞ୍ଜଳି ପାଇକରାୟ, ମୋ ସ୍କୁଲ ସଭାପତି ଗୋଦାବରୀ ପ୍ରଧାନ, କୃଷ୍ଣଚନ୍ଦ୍ର ସାମନ୍ତରାୟ, ସନ୍ତୋଷ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।

କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ପରିଚାଳନା କମିଟିର ସମସ୍ତ ସଦସ୍ୟ ଓ ଗ୍ରାମବାସୀ ସମ୍ପୂର୍ଣ ସହଯୋଗ କରିଥିଲେ।

ବାର୍ଷିକ ଉତ୍ସବ ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026
Latest News

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.