Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅବସର ପ୍ରାପ୍ତ ପେନଶନ ଭୋଗୀ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ସଭା
ଆଞ୍ଚଳିକ

ଅବସର ପ୍ରାପ୍ତ ପେନଶନ ଭୋଗୀ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ସଭା

January 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ତଳ ମଣୀନାଗ ପୀଠରେ ଅବସର ପ୍ରାପ୍ତ ପେନଶନ ଭୋଗୀ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ସଂଘର ୨୦୦ ଜଣ ପେନଶନ କର୍ମଚାରୀ ଯୋଗ ଦେଇଥିଲେ।

ଏହି ସଭାରେ ସଦସ୍ୟ ମାନଙ୍କ ର ବିଭିନ୍ନ ସମସ୍ୟା ଓ ଦାବି ଉପରେ ଆଲୋଚନା କରାଯାଇଥିଲା। ଏହା ସହିତ ସଂଘର ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା। ଦେବୀ ପ୍ରସାଦ ସାମନ୍ତରାୟଙ୍କୁ ସଭପତି ଏବଂ ପ୍ରମୋଦ ଦାସଙ୍କୁ ଉପସଭାପତି ଭାବେ ଚୟନ କରାଯାଇଥିଲା।

ବାର୍ଷିକ ସାଧାରଣ ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ

August 6, 2026

ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.