Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନିରାକାରପୁର: ଏଟିଏମ ଲୁଟେରାକୁ ଧରିଲା ପୋଲିସ
ଆଞ୍ଚଳିକ

ନିରାକାରପୁର: ଏଟିଏମ ଲୁଟେରାକୁ ଧରିଲା ପୋଲିସ

January 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
NirakarpurPS
ନିରାକାରପୁରରେ ଏଟିଏମ ଲୁଟେରାକୁ ଧରିଲା ପୋଲିସ

ନିରାକାରପୁର: ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ପୋଲିସ ଜଣେ ଏଟିଏମ ଲୁଟେରା କୁ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଲୁଟେରା ଜଣକ ପୁରୀ ଜିଲା ଆରୋଡା ଗ୍ରାମର କୈଳାସ ଚନ୍ଦ୍ର ସ୍ୱାଇଁ ବୋଲି ଜଣାପଡିଛି। ସୂଚନା ମୁତାବକ ନିରାକାରପୁର ଥାନା ଅନ୍ତର୍ଗତ ନନପଡା ଗ୍ରାମର ଲକ୍ଷ୍ମୀକାନ୍ତ ପଟ୍ଟନାୟକଙ୍କ ଏକ ଏଟିଏମ କାର୍ଡ ହଜି ଯାଇଥିଲା। ବହୁ ଖୋଜାଖୋଜି କରିବା ପରେ ଏଟିଏମ ମିଳିନଥିଲା।

ଲୁଟେରା ଜଣଙ୍କ ଏଟିଏମ କାର୍ଡ ଯୋଗେ ବିଭିନ୍ନ ସ୍ଥାନରୁ ସପିଂ କରି ଚୋରି ଏଟିଏମ ରୁ ସମୁଦାୟ ୭୦ହଜାର ଟଙ୍କା ଉଠାଇଥିଲେ। ଏନେଇ ଲକ୍ଷ୍ମୀକାନ୍ତ ନିରାକାରପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ।ଅଭିଯୋଗ ପରେ ପୋଲିସ କେସ ନମ୍ବର 205/22 ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା। ନିରାକାରପୁର ଆଇଆଇସି ଗୀତାଞ୍ଜଳି ନାୟକ ତଦନ୍ତ କରି ଲୁଟେରା କୈଳାସ ଚନ୍ଦ୍ର ସ୍ୱାଇଁକୁ ଆଜି ଗିରଫ କରି ତାଙ୍କ ନିକଟରୁ ୭୦ ହଜାର ଟଙ୍କା ଜବତ କରି କୋର୍ଟ ଚାଲାଣ କରିଛନ୍ତି।ତେବେ କୈଳାସଙ୍କ ନାମରେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ବିଭିନ୍ନ ଥାନାରେ ପୁର୍ବରୁ ଅନେକ ମାମଲା ଥିବା ପୋଲିସ ସୂଚନାରୁ ଜଣାପଡିଛି।

ଏଟିଏମ ଲୁଟେରା ନିରାକାରପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Latest News

ଭାରତ ବଡ଼ କାର୍ଯ୍ୟାନୁଷ୍ଠାନ: ଜବତ କଲା ତିନୋଟି ଇରାନୀ ତେଲ ଟ୍ୟାଙ୍କର!

February 17, 2026

ରୋମାଞ୍ଚକର ସ୍ଥିତିରେ ଟି ୨୦ ବିଶ୍ୱକପ୍‌: ଏହି ପାଞ୍ଚଟି ଦଳ ଉପରେ ଝୁଲୁଛି ଖଣ୍ଡା

February 17, 2026

ବିଆଇଏସ୍‌ ମାନକ ଅନୁପାଳନ ନକରିବାରୁ ସ୍ନାପଡିଲ୍‌କୁ ୫ ଲକ୍ଷ ଜରିମାନା

February 17, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜିଓ ପାଭିଲିଅନ୍ ପରିଦର୍ଶନ

February 17, 2026

ଚଳିତ ଧାନ କ୍ରୟ ଋତୁରେ ଉଲ୍ଲେଖନୀୟ ସଫଳତା ହାସଲ କଲା ଗଞ୍ଜାମ: ୮୮ ପ୍ରତିଶତ ଲକ୍ଷ୍ୟ ହାସଲ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.