Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟରେ ବାଳିକା ଆତ୍ମାରକ୍ଷା କୌଶଳ ତାଲିମ୍ ଉଦଘାଟିତ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟରେ ବାଳିକା ଆତ୍ମାରକ୍ଷା କୌଶଳ ତାଲିମ୍ ଉଦଘାଟିତ

January 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BalugoanCollage
ବାଲୁଗାଁ ମହାବିଦ୍ୟାଳୟରେ ବାଳିକା ଆତ୍ମାରକ୍ଷା କୌଶଳ ତାଲିମ୍ ଉଦଘାଟିତ

ସୀତାରାମ ଅଗ୍ରୱାଲ

ବାଲୁଗାଁ: ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପ୍ରୋତ୍ସାହନ ରେ ବାଲୁଗାଁ ମହାବିଦ୍ୟାଳୟରେ ଆଜି ବାଳିକା ଆତ୍ମରକ୍ଷା କୌଶଳ ତାଲିମ୍ କାର୍ଯ୍ୟକ୍ରମ ଅଧ୍ୟକ୍ଷା ବିନତି ମଞ୍ଜରୀ ରାଉତଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି।

କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା ଡକ୍ଟର ମୋନାଲିସା ମାନସିଂହଙ୍କ ନେତୃତ୍ୱରେ ଯୁକ୍ତ ଦୁଇ ଶ୍ରେଣୀର 185 ଜଣ ଛାତ୍ରୀଙ୍କୁ ନେଇ ଆୟୋଜିତ ଏହି ଏହି କାର୍ଯ୍ୟକ୍ରମର ଉଦଘାଟନ ଉତ୍ସବରେ ଯୁକ୍ତ ଦୁଇ ଅଧ୍ୟକ୍ଷl ଡକ୍ଟର କଳ୍ପନା ଦାଶ, ବରିଷ୍ଠ ପ୍ରାଧ୍ୟାପିକା ଡକ୍ଟର ଜୟନ୍ତୀ ସାମଲ, ଅଧ୍ୟାପିକା ରୀନା ରାଉତ, ଅଧ୍ୟାପିକା କ୍ରିଷ୍ଣା ସେଠୀ ପ୍ରମୁଖ ଯୋଗଦେଇ ଛାତ୍ରୀ ମାନଙ୍କୁ ଜୀବନର ପ୍ରତିଟି କ୍ଷେତ୍ରରେ ନିର୍ଭୀକ ଭାବେ ନିଜର ଆତ୍ମରକ୍ଷା କରିବା ସହ ସମସ୍ତ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମହିଳା ସେଲର ସମସ୍ତ ସଦସ୍ୟ ସହାୟତା କରିଥିଲେ। ଆଜିଠାରୁ ଆଠଦିନ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ଏହି ତାଲିମ୍ କାର୍ଯ୍ୟକ୍ରମରେ ମୁଖ୍ୟ ପ୍ରଶିକ୍ଷକ ଭାବେ ସୁଶ୍ରୀ ଜ୍ୟୋତି ସାମଲ, ନିଲମ ସାହୁ ଓ ଲିପିକା ସାହୁ ତାଲିମ୍ ପ୍ରଦାନ କରିବେ।

Balugaon Collage ବାଲୁଗାଁ ବାଲୁଗାଁ କଲେଜ
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ବାଲୁଗାଁ: ଦୁଇ ଲୁଟେରା ଗିରଫ

February 28, 2026
Latest News

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.