Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିପୁଳ ପରିମାଣର ଦେଶୀ ମଦ ଜବତ କଲା ନାଚୁଣୀ ପୋଲିସ, ଜଣେ ଗିରଫ
ଆଞ୍ଚଳିକ

ବିପୁଳ ପରିମାଣର ଦେଶୀ ମଦ ଜବତ କଲା ନାଚୁଣୀ ପୋଲିସ, ଜଣେ ଗିରଫ

January 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିପୁଳ ପରିମାଣର ଦେଶୀ ମଦ ଜବତ କଲା ନାଚୁଣୀ ପୋଲିସ, ଜଣେ ଗିରଫ

ସୀତାରାମ ଅଗ୍ରୱାଲ

ନାଚୁଣୀ: କିଛି ଦିନ ତଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରୁ ଅଲଗା ହୋଇ ନାଚୁଣୀ ଏକ ସ୍ୱତନ୍ତ୍ର ଥାନା ହୋଇଥିବା ବେଳେ ଆଇଆଇସି ଚନ୍ଦ୍ରଶେଖର ଜେନା ଙ୍କ ତତ୍ୱାବଧାନରେ ଅପରାଧୀଙ୍କୁ ଧରିବା ପାଇଁ ଜାଲ ବିଛାଉଛି ପୋଲିସ । ଆଜି ବଡ଼ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ପୋଲିସ ବିପୁଳ ପରିମାଣର ଦେଶୀ ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି ।

ସୂଚନା ମୁତାବକ ଘାଷେଡିହ ଗ୍ରାମର ଅଭିଯୁକ୍ତ ଶେଖ କୁରବାନଙ୍କ ଘରେ ପଛପଟେ ଦେଶୀ ମଦ କାରବାର ଚାଲିଥିବାର ଖବର ପାଇଥିଲା ପୋଲିସ । ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକଙ୍କ ନିର୍ଦେଶକ୍ରମେ ଏବଂ ନାଚୁଣୀ ଆଇଆଇସି ଚନ୍ଦ୍ରଶେଖର ଜେନାଙ୍କ ତତ୍ୱାବଧାନରେ ଏସଆଇ କେଶବ ବେହେରାଙ୍କ ନେତୃତ୍ୱରେ ଏକ ଟିମ ଉକ୍ତ ସ୍ଥାନରେ ଚଢ଼ାଉ କରି ୨୫ ବସ୍ତା (୩୯୨ ଲିଟର) ଦେଶୀ ମଦ ଜବତ ଜବତ କରିଛି । ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ କେସ ନମ୍ବର ୭/୨୩ ରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ଜଣାପଡିଛି ।

ନାଚୁଣୀ ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026
Latest News

ରାଉରକେଲା ସର୍କିଟ୍ ହାଉସରେ ‘ଆଡଲ୍ଟ ଷ୍ଟାର୍‌’, ପୁଲିସର ତନାଘନା ଜାରି

September 13, 2026

ରେଳବାଇର ପୋଲିସ ଦ୍ବାରା ଟ୍ରେନ ଲୁଟେରା ଗିରଫ

September 13, 2026

ଜୟଦେବ ବିହାରରେ ଲେଡିଜ୍ ହଷ୍ଟେଲ ମାଲିକାଣୀଙ୍କ ଗୁଣ୍ଡାଗର୍ଦ୍ଦି

September 13, 2026

ମାନସିକ ଭାରସାମ୍ୟ ହରାଇ ଯୁବକଙ୍କ ଆତ୍ମହତ୍ୟା

September 13, 2026

Zomatoରୁ ଅର୍ଡର କରିବା ପୂର୍ବରୁ ସାବଧାନ! CoD ବାଛିଲେ ଦେବାକୁ ପଡ଼ିପାରେ ଅଧିକ ଟଙ୍କା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.