Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡଇଁଚାରେ ଭଲିବଲ୍ ଟୁର୍ଣ୍ଣାମେଣ୍ଟ, ସାହେବୀ ୨-୦ ରେ ବିଜୟୀ
ଆଞ୍ଚଳିକ

ଡଇଁଚାରେ ଭଲିବଲ୍ ଟୁର୍ଣ୍ଣାମେଣ୍ଟ, ସାହେବୀ ୨-୦ ରେ ବିଜୟୀ

January 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢାଖୋଲ: ପତିତବାନ ୟୁଥ୍ କ୍ଲବ୍, ଡଇଁଚା ଆନୁକୁଲ୍ୟରେ ମକର ସଂକ୍ରାନ୍ତି ଉପଲକ୍ଷେ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଭୁବନେଶ୍ୱରୀ ମନ୍ଦିର ଠାରେ ଥିବା ପଡିଆରେ ଅନୁଷ୍ଠିତ ହୋଇଥଲା। ଏହି ଭଲିବଲ୍ ଟୁର୍ଣ୍ଣାମେଣ୍ଟରେ ଡଇଁଚା, ସାହେବୀ, ବାଟଗାଁ ଓ ଛତ୍ରପୁର ଭଲିବଲ୍ ଟିମ୍ ଭାଗ ନେଇଥିଲେ।

ଡଇଁଚା ଓ ସାହେବୀ ମଧ୍ୟରେ ଫାଇନାଲ୍ ଖେଳ ଅନୁଷ୍ଠିତ ହୋଇଥିଲା। ସାହେବୀ ଭଲିବଲ୍ ଟିମ୍ ୨-୦ ରେ ବିଜୟୀ ହୋଇଥିଲେ। ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ର ଖେଳ ଶିକ୍ଷକ ନରେନ୍ଦ୍ର କୁମାର ଦେହୁରୀ, ସମ୍ମାନୀତ ଅତିଥି ଭାବରେ ଲୋକନାଥ ସାହୁ, ଗଣନାଥ ପ୍ରଧାନ ଓ ବିଶୁ ମହାରଣା ଯୋଗଦେଇ ଚମ୍ପିଆନ୍ ସାହେବୀ ଦଳକୁ ଟ୍ରଫି ସହ ନଗଦ ଅର୍ଥ ପୁରସ୍କାର ପ୍ରଦାନ କରିଥିଲେ।

ରର୍ନସ୍‌ଅପ୍ ଡଇଁଚା ଭଲିବଲ୍ ଟିମ୍ କୁ ମଧ୍ୟ ଟ୍ରଫି ପ୍ରଦାନ କରାଯାଇଥିଲା। ଏହି ଖେଳକୁ ରେଫରି ଭାବରେ କରେନ୍ କୁମାର ପ୍ରଧାନ ଓ ଅରୁଣ କୁମାର ପ୍ରଧାନ ଖେଳ ପରିଚାଳନା କରିଥିଲେ। ବିଶୁ ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ।

ଡଇଁଚା
Share. Facebook Twitter LinkedIn Email WhatsApp Copy Link

Related Posts

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.