Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବୃଦ୍ଧ ଓ ବୃଦ୍ଧାଙ୍କୁ କମ୍ବଳ ବଣ୍ଟନ କଲେ ବିଜେପି ନେତା ଗୋବିନ୍ଦ ଅଗ୍ରୱାଲା
ଆଞ୍ଚଳିକ

ବୃଦ୍ଧ ଓ ବୃଦ୍ଧାଙ୍କୁ କମ୍ବଳ ବଣ୍ଟନ କଲେ ବିଜେପି ନେତା ଗୋବିନ୍ଦ ଅଗ୍ରୱାଲା

January 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ନାକଟିଦେଉଳ ବ୍ଲକ୍ ଜଗନ୍ନାଥପ୍ରସାଦ ଗ୍ରାମରେ ବିଜେପି ନେତା ଗୋବିନ୍ଦ କୁମାର ଅଗ୍ରୱାଲା ଗରୀବ ଲୋକମାନଙ୍କୁ କମ୍ବଳ ବଣ୍ଟନ କରିଛନ୍ତି।

ବିଜେପି ନେତା ଗୋବିନ୍ଦ କୁମାର ଅଗ୍ରୱାଲା ବଜଗନ୍ନାପ୍ରସାଦ ଗ୍ରାମକୁ ଯାଇ ଅସହାୟ ବୃଦ୍ଧ ଓ ବୃଦ୍ଧାମାନଙ୍କୁ କମ୍ବଳ ବଣ୍ଟନ କରିଥିଲେ। କମ୍ବଳ ବଣ୍ଟନ ସମୟରେ ଦେବାର୍ଚ୍ଚନ ସାହୁ, ହରିହର ସାହୁ ବନମାଳୀ ମାଝୀ, ରାଧାନାଥ ପ୍ରଧାନ, କୁମାରେଶ୍ ସ୍ବାଇଁ, କୁମର ଦେହୁରୀ, ଶ୍ରୀକର ବେହେରା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

ଗୋବିନ୍ଦ କୁମାର ନାକଟିଦେଉଳ ବ୍ଲକ୍ ର ବିଭିନ୍ନ ଗ୍ରାମକୁ ଯାଇ ବହୁ ସମୟରେ ଗରୀବ ଲୋକମାନଙ୍କ ପାଖରେ ପହଂଚି ସାହାଯ୍ୟ କରିଥାନ୍ତି।

କମ୍ବଳ ବଣ୍ଟନ ବିଜେପି ନେତା
Share. Facebook Twitter LinkedIn Email WhatsApp Copy Link

Related Posts

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026
Latest News

ଓଡ଼ିଶାରେ ୧.୮୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଲା ଜିଓ: ଟ୍ରାଇ ତଥ୍ୟ

April 8, 2026

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାକୁ ୧୧ ବର୍ଷ: ଦେଶର ସୂକ୍ଷ୍ମ ଓ କ୍ଷୁଦ୍ର ଉଦ୍ୟୋଗୀ ହୋଇଛନ୍ତି ସଶକ୍ତ

April 8, 2026

ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି ଗ୍ୟାସ

April 8, 2026

କଲାଇ- ୨ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

April 8, 2026

ପିଲାଙ୍କୁ ସୋସିଆଲ୍ ମିଡ଼ିଆ ମନା

April 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.