Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୋଲସରା: ହାତିଓଟ ନୋଡାଲ ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ପୋଲସରା: ହାତିଓଟ ନୋଡାଲ ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ

January 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଆଜି ପୋଲସରା ବ୍ଳକ ହାତିଓଟ ନୋଡାଲ ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଧାୟକ ତଥା ରାଜ୍ୟ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଓ ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ପୁର୍ବତନ ସାଂସଦ ଡଃ ପ୍ରସନ୍ନ କୁମାର ପାଟ୍ଟଶାଣୀ ପ୍ରମୁଖ ଯୋଗ ଦେଇ ଉପସ୍ଥିତ ଛାତ୍ର ଓ ଛାତ୍ରୀ ମାନଙ୍କୁ ଉଜ୍ଜ୍ବଳ ଭବିଷ୍ୟତ ନିମନ୍ତେ ଶିକ୍ଷା ର ମାନ ବିଷୟରେ ଉପଦେଶ ଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.