Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁରରେ ୩୪ ତମ ସଡ଼କ ସୁରକ୍ଷା ସପ୍ତାହ ଉଦଯାପିତ
ଆଞ୍ଚଳିକ

ବ୍ରହ୍ମପୁରରେ ୩୪ ତମ ସଡ଼କ ସୁରକ୍ଷା ସପ୍ତାହ ଉଦଯାପିତ

January 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବ୍ରହ୍ମପୁରରେ ୩୪ ତମ ସଡ଼କ ସୁରକ୍ଷା ସପ୍ତାହ ଉଦଯାପିତ ହୋଇଛି। ଇତ୍ୟବସରରେ ପୁରୁଣା ବସଷ୍ଟାଣ୍ଡ ଠାରେ ବ୍ରହ୍ମପୁର ସ୍କେଟିଂ ଏକାଡେମୀ ଓ ଏନ୍ ସି ସି ସି କ୍ୟାଡେଟ ମାନଙ୍କୁ ନେଇ ବ୍ରହ୍ମପୁର ଏସ୍ ପି ଡଃ ସର୍ବଣା ବିବେକ ଏମ୍ ଏକ ସଚେତନତା ସଭା କରିବା ନିଜେ ପତାକା ଦେଖାଇ ଟ୍ରାଫିକ ସଚେତନତା ମୋଟରସାଇକେଲ ଶୋଭାଯାତ୍ରା ର ଉଦଘାଟନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଏସ୍ ଡି ପି ଓ ରାଜୀବ ଲୋଚନ ପଣ୍ଡା, ଡିଏସପି ଅକ୍ଷୟ କୁମାର ନାୟକ,ସନ୍ତୋଷିନୀ ଓରାମ, ଟାଉନ ଥାନା ଅଧିକାରୀ ସୁରେଶ କୁମାର ତ୍ରିପାଠୀ ଓ ଟ୍ରାଫିକ ଥାନା ଅଧିକାରୀଙ୍କ ସମେତ ବହୁ ପୋଲିସ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଜନିତ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମ ମଧ୍ୟରେ ଯମରାଜ ଓ ଚିତ୍ରଗୁପ୍ତ ବେଶରେ ଦୁଇ କଳାକାର ଅମାନିଆ ଗାଡ଼ି ଚାଳକ ମାନଙ୍କୁ ଗଦା ପ୍ରହାର କରି ଟ୍ରାଫିକ ସଚେତନତା କରାଇଥିଲେ।

ବ୍ରହ୍ମପୁର ସଡକ ସୁରକ୍ଷା ସପ୍ତାହ
Share. Facebook Twitter LinkedIn Email WhatsApp Copy Link

Related Posts

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.