Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଛତ୍ରପୁର: ବରିଷ୍ଠ ନାଗରିକ ମଞ୍ଚ ସହଯୋଗରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ
ଆଞ୍ଚଳିକ

ଛତ୍ରପୁର: ବରିଷ୍ଠ ନାଗରିକ ମଞ୍ଚ ସହଯୋଗରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

January 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ଛତ୍ରପୁର: ଛତ୍ରପୁର ବ୍ଳକ ଅନ୍ତର୍ଗତ କେରାଣ୍ଡିତୋଳା ନାରାୟଣ ପୁର ବରିଷ୍ଠ ନାଗରିକ ମଞ୍ଚ ସହଯୋଗରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଛି। ବ୍ରହ୍ମପୁର ଇକୋସ୍ ଚକ୍ଷୁ ଚିକିତ୍ସା ହସ୍ପିଟାଲ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଗ୍ରାମରୁ ଆସିଥିବା ୫୨ ଜଣଙ୍କ ଚକ୍ଷୁ ଚିକିତ୍ସା କରିବା ସହ ଔଷଧ ପ୍ରଦାନ କରାଯାଇଥିଲା ଓ ୧୧ ଜଣଙ୍କ ପରଳ ଚିକିତ୍ସା ପାଇଁ ହସ୍ପିଟାଲ୍ ବସ୍ ରେ ବ୍ରହ୍ମପୁର ହସ୍ପିଟାଲ କୁ ପଠାଯାଇଥିଲା।

ଏହି ମାଗଣା ସେବା କାର୍ଯ୍ୟକ୍ରମକୁ ଇକୋସ୍ ହସ୍ପିଟାଲ ଶିବିର ପରିଚାଳକ ରସିକ ରାଜ ଦିଗାଲ୍, ଚକ୍ଷୁ ପରୀକ୍ଷିକ ହରିସ ସାହୁ, ସବିତା ନାୟକ ଓ ଫାର୍ମାସିଷ୍ଟ ଗୌରୀ ଶଙ୍କର ମହାନ୍ତି ଓ ହେମନ୍ତ କୁମାର ସିଂ ପରିଚାଳନା କରିଥିଲେ। ଏତଦବ୍ୟତୀତ ବରିଷ୍ଠ ନାଗରିକ ମଞ୍ଚର ସମସ୍ତ କର୍ମକର୍ତ୍ତା ଓ ମଞ୍ଚ ସଂଯୋଜକ ତଥା ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ପୁର୍ବତନ ପ୍ରଧାନ ଶିକ୍ଷକ କାମରାଜୁ ମହାରଣା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ବରିଷ୍ଠ ନାଗରିକ ମଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଅଧ୍ୟାପକ ସଂଗ୍ରାମ ସାହୁଙ୍କ ବିୟୋଗରେ ଶୋକସଭା

July 4, 2026

ଗମ୍ଭାରୀମୁଣ୍ଡା ବଜାର କମିଟିର ପୂର୍ବତନ ଉପ-ସଭାପତିଙ୍କ ବିୟୋଗ

July 4, 2026

ଓମ୍ସା ଡାକ୍ତରଙ୍କ ଆନ୍ଦୋଳନ ମଧ୍ୟରେ ରୋଗୀ ସେବାରେ ଆୟୁଷ, ଏମଏଚୟୁ ଓ ଆରବିଏସକେ ଡାକ୍ତର

July 4, 2026

National Doctors’ Day: ଏମ୍ସ ଭୁବନେଶ୍ୱରରେ ଚିକିତ୍ସକ, ଆବାସିକ ଡାକ୍ତର ଏବଂ ଇଣ୍ଟର୍ନଙ୍କୁ ସମ୍ବର୍ଦ୍ଧନା

July 2, 2026
Latest News

ବାଣପୁର: ଅଧ୍ୟାପକ ସଂଗ୍ରାମ ସାହୁଙ୍କ ବିୟୋଗରେ ଶୋକସଭା

July 4, 2026

ଗଞ୍ଜାମ, ଗଜପତି ଏବଂ ରାୟଗଡ଼ାରେ ଟ୍ରାଇର ନେଟୱାର୍କ ପରୀକ୍ଷଣ: ଶୀର୍ଷରେ ଜିଓ

July 4, 2026

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ?: ଯୋଜନା ପ୍ରସ୍ତୁତ କରିଛି ଘରୋଇ ଦଳ

July 4, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ବଙ୍ଗଳା ଟିଏମସି ମୁଖ୍ୟ

July 4, 2026

ଟେଲିଗ୍ରାମର ବଢ଼ିଲା ସମସ୍ୟା: ୧୫ ଦିନ ପାଇଁ ଅଲଟିମେଟମ୍ ଦେଲେ ସରକାର

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.