Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୯ ଘଣ୍ଟା ବିଦ୍ୟୁତ କାଟ୍, କେବଳ ଏହି ଅଞ୍ଚଳରେ ଜାରି ରହିବ ସେବା
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୯ ଘଣ୍ଟା ବିଦ୍ୟୁତ କାଟ୍, କେବଳ ଏହି ଅଞ୍ଚଳରେ ଜାରି ରହିବ ସେବା

January 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ନଅ ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ୧୩୨/୩୩ ନାଭାଲ ଗ୍ରୀଡ଼ର ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ଆସନ୍ତାକାଲି ସକାଳ ୮ ଘଟିକାରୁ ଅପରାହ୍ନ ୫ ଘଟିକା ଯାଏଁ ବାଣପୁର, ବାଲୁଗାଁ ଏବଂ ଚିଲିକା ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ। ନାଭାଲ ଗ୍ରୀଡ଼ ଅଧୀନରେ ଆସୁଥିବା ସମସ୍ତ ବିଦ୍ୟୁତ ଉପଭୋକ୍ତାମାନଙ୍କୁ ଏହି ପରିପ୍ରେକ୍ଷୀରେ ସହଯୋଗ କରିବାକୁ ଶ୍ରୀ ଦଳେଇ ନିବେଦନ କରିଛନ୍ତି।

ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକର ସମସ୍ତ ଅଞ୍ଚଳ, ବାଣପୁର ଏନଏସି, ବାଲୁଗାଁ ଏନଏସିର ସମସ୍ତ ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି। ସେହିପରି ଚିଲିକା ବ୍ଲକ୍‌ର ସୋରଣ, ଜରିପଡ଼ା ଏବଂ କଳକଳେଶ୍ଵର ପଞ୍ଚାୟତକୁ ‌ବାଦ୍‌ ଦେଇ ଅନ୍ୟ ସମସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି।

ଚିଲିକା ବିଦ୍ୟୁତ ସରବରାହ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

November 15, 2025

ବାଲୁଗାଁ: ରେଡକ୍ରସ ପକ୍ଷରୁ ଜିଲ୍ଲାସ୍ତରୀୟ ଶିକ୍ଷା ତାଲିମ ଶିବିର

November 15, 2025

ଗୋଦାବରୀଶ ମହାବିଦ୍ୟାଳୟରେ ଦିନିକିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ

November 15, 2025

ବାଣପୁର ଓକିଲ ସଂଘର ୪୬ ତମ ବାର୍ଷିକ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ

November 14, 2025
Latest News

Demat Accounts Increase: ସେୟାର ମାର୍କେଟ ପ୍ରତି ଦେଶରେ ଲୋକଙ୍କ ଆଗ୍ରହ ବୃଦ୍ଧି ପାଉଛି, ସେବି

November 15, 2025

ବାଦ ପଡିଲେ ଆନ୍ଦ୍ରେ ରସେଲଙ୍କ ସମେତ ଅନେକ ମହଙ୍ଗା ଖେଳାଳି, ଦେଖନ୍ତୁ KKR ର ରିଟେନସନ୍ ତାଲିକା

November 15, 2025

ମହାଗଠବନ୍ଧନର ପରାଜୟ ପରେ ଉଦ୍ଧବ ଠାକରେଙ୍କ ଦଳର ଆସିଲା ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ….

November 15, 2025

ଡ୍ରଗ୍ସ ବିରୋଧରେ ଶୂନ୍ୟ ସହନଶୀଳତା ଆଭିମୁଖ୍ୟ: ୪୦ କୋଟି ମୂଲ୍ୟର ରାସାୟନିକ ପଦାର୍ଥ ଜବତ

November 15, 2025

ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

November 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.