Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୯ ଘଣ୍ଟା ବିଦ୍ୟୁତ କାଟ୍, କେବଳ ଏହି ଅଞ୍ଚଳରେ ଜାରି ରହିବ ସେବା
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୯ ଘଣ୍ଟା ବିଦ୍ୟୁତ କାଟ୍, କେବଳ ଏହି ଅଞ୍ଚଳରେ ଜାରି ରହିବ ସେବା

January 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ନଅ ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ୧୩୨/୩୩ ନାଭାଲ ଗ୍ରୀଡ଼ର ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ଆସନ୍ତାକାଲି ସକାଳ ୮ ଘଟିକାରୁ ଅପରାହ୍ନ ୫ ଘଟିକା ଯାଏଁ ବାଣପୁର, ବାଲୁଗାଁ ଏବଂ ଚିଲିକା ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ। ନାଭାଲ ଗ୍ରୀଡ଼ ଅଧୀନରେ ଆସୁଥିବା ସମସ୍ତ ବିଦ୍ୟୁତ ଉପଭୋକ୍ତାମାନଙ୍କୁ ଏହି ପରିପ୍ରେକ୍ଷୀରେ ସହଯୋଗ କରିବାକୁ ଶ୍ରୀ ଦଳେଇ ନିବେଦନ କରିଛନ୍ତି।

ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକର ସମସ୍ତ ଅଞ୍ଚଳ, ବାଣପୁର ଏନଏସି, ବାଲୁଗାଁ ଏନଏସିର ସମସ୍ତ ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି। ସେହିପରି ଚିଲିକା ବ୍ଲକ୍‌ର ସୋରଣ, ଜରିପଡ଼ା ଏବଂ କଳକଳେଶ୍ଵର ପଞ୍ଚାୟତକୁ ‌ବାଦ୍‌ ଦେଇ ଅନ୍ୟ ସମସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି।

ଚିଲିକା ବିଦ୍ୟୁତ ସରବରାହ
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ

September 6, 2026

ରେଢ଼ାଖୋଲରେ ଆରଏସଏସ ଯୁବ ସମ୍ମିଳନୀ

September 6, 2026

ସମ୍ବଲପୁର ସେନ୍ ପାର୍କ ନିକଟରେ ମହିଳାଙ୍କୁ ବିଭତ୍ସ ହତ୍ୟା

September 6, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026
Latest News

INDIAର PM ଚେହେରା କିଏ? ରାହୁଲ ବନାମ ବିଜୟ ଚର୍ଚ୍ଚାରେ ହଲଚଲ୍ ରାଜନୀତି

September 6, 2026

ଦିଲ୍ଲୀ ବିଲିଡିଂ ଟ୍ରାଜେଡ଼ି : ୫ ମୃତ

September 6, 2026

ଫୁଟ୍‌ବଲ୍‌ ମ୍ୟାଚ୍‌ ଦେଖୁଥିବାବେଳେ ଅଘଟଣ: ବଜ୍ରପାତରେ ନାବାଳକ ମୃତ

September 6, 2026

ଚଳନ୍ତା କାରରେ ହଠାତ୍‌ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

September 6, 2026

ଦୁର୍ଘଟଣାରେ ଗୋଟିଏ ପରିବାର ୧୧ଜଣ ଆହତ

September 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.