Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁରରେ ପୂଜ୍ୟପୂଜା ସେବା ନିବୃତ ସମ୍ବର୍ଦ୍ଧନା ସଭା
ଆଞ୍ଚଳିକ

ରଣପୁରରେ ପୂଜ୍ୟପୂଜା ସେବା ନିବୃତ ସମ୍ବର୍ଦ୍ଧନା ସଭା

January 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ରଣପୁର ମଣିନାଗ ମନ୍ଦିର ନିକଟସ୍ଥ ହନୁମାନ ମନ୍ଦିର ଠାରେ ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘ ଦ୍ୱାରା ଏକ ସେବା ନିବୃତ ସେବା ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ, ଜିଲ୍ଲା ପ୍ରାଥମିକ ସଙ୍ଘ ସଭାପତି ଜ୍ୟୋତି ରଞ୍ଜନ ଦାଶ, ସମ୍ପାଦକ ଭକ୍ତ ରଞ୍ଜନ ମିଶ୍ର, ସଂଗଠନ ସମ୍ପାଦକ ସୁରେଶ ଚନ୍ଦ୍ର ମହାପାତ୍ର, ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ପ୍ରଫୁଲ କୁମାର ବିଶ୍ୱାଳ, ସମ୍ପାଦକ ଜଗନ୍ନାଥ ଦାଶ ପ୍ରମୁଖ ଅତିଥି ଭାବେ ମଞ୍ଚାସିନ ଥିଲେ।

ଏହି ସେବା ନିବୃତ ସେବାରେ ଅବସର ପ୍ରାପ୍ତ ଶିକ୍ଷକ ପ୍ରଫୁଲ କୁମାର ମିଶ୍ର, ବିରଞ୍ଚି ନାରାୟଣ ରଣା ଓ ପଞ୍ଚୁ ନାୟକଙ୍କୁ ଉପଢୌକନ, ମାନପତ୍ର ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ବିଦାୟ ସମ୍ବର୍ଦ୍ଧନା ଦିଆ ଯାଇଥିଲା।

ଉପସ୍ଥିତ ଥିବା ଶିକ୍ଷକ ଶିକ୍ଷୟତ୍ରୀମାନେ ବିଦାୟୀ ଶିକ୍ଷକମାନଙ୍କ ଉଦ୍ଦେଶ୍ୟରେ ନିଜ ବକ୍ତବ୍ୟ ରଖିବା ସହ ସେମାନଙ୍କ ଅବସର ଜୀବନ ସୁଖମୟ ହେବା ପାଇଁ ଠାକୁରଙ୍କ ନିକଟରେ ପାର୍ଥନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପ୍ରକାଶ ମିଶ୍ର, ମଦନ ମୋହନ ପଣ୍ଡା, ସନ୍ତୋଷ କୁମାର ମିଶ୍ର, ପ୍ରମୋଦ କୁମାର ସେଠି, ରିତାଞ୍ଜଳୀ ମହାରଣା, ମନୋରଞ୍ଜନ ମହାରଣା, ସୁରେଶ ଚନ୍ଦ୍ର ଶତପଥୀ, ଶରତ ଚନ୍ଦ୍ର ମିଶ୍ର, ସନ୍ଧ୍ୟାରାଣୀ ଶତପଥୀ, କୁଳମଣି ପ୍ରଧାନଙ୍କ ସହ ସଙ୍ଘର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ମୁଖ୍ୟ ନିର୍ବାଚନ କମିଶନରଙ୍କ କୁଶପୁତ୍ତଳିକା ଦାହ: SIR ବାତିଲ ଦାବି

October 10, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026

ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ

October 12, 2026

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗୁରୁତର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.