Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚକ୍ଷୁ ଚିକିତ୍ସା ଓ ମୋତିଆ ବିନ୍ଦୁ ଅସ୍ତ୍ରୋପଚାର ଶିବିର
ଆଞ୍ଚଳିକ

ଚକ୍ଷୁ ଚିକିତ୍ସା ଓ ମୋତିଆ ବିନ୍ଦୁ ଅସ୍ତ୍ରୋପଚାର ଶିବିର

January 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଲୁଗାଁ: ଗତକାଲି ନେତାଜୀ ସୁବାଷ ବୋଷ ଜୟନ୍ତୀ ଉପଲକ୍ଷେ ବାଣପୁର ବାଲୁଗାଁ ରୋଟାରୀ କ୍ଳବ ଓ ରୟାଲ ରୋଟାରୀ ଚକ୍ଷୁ ଚିକିତ୍ସାଳୟ, ଭୁବନେଶ୍ବରଙ୍କ ପକ୍ଷରୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସହଯୋଗରେ ଚିଲିକା ବ୍ଳକ ଅନ୍ତର୍ଗତ ହାଟବରଡିହ ଗ୍ରାମର ବାତ୍ୟା ଆଶ୍ରୟସ୍ଥଳୀ ଗୃହରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଓ ମୋତିଆବିନ୍ଦୁ ଅସ୍ତ୍ରୋପଚାର ଚିହ୍ନଟ ଶିବିର ଅନୁଷ୍ଠିତ ହୋଇଥିଲା। ଉକ୍ତ ଶିବିରରେ ସ୍ଥାନୀୟ ଅଂଚଳର ୧୫୦ ଜଣଙ୍କ ଚକ୍ଷୁ ପରୀକ୍ଷା କରାଯାଇ ସେଥି ମଧ୍ଯରୁ ୧୭ ଜଣଙ୍କ ମୋତିଆବିନ୍ଦୁ ଅସ୍ତ୍ରୋପଚାର ନିମନ୍ତେ ଭୂବନେଶ୍ବର ନିଆଯାଇଅଛି। ସମସ୍ତଙ୍କୁ ଔଷଧ ଓ ଚଷମା ପ୍ରଦାନ କରାଯାଇଥିଲା।

ଉକ୍ତ ଶିବିରକୁ କ୍ଳବ ସଭାପତି ରବିନାରାୟଣ ପାଲ, ସଂପାଦକ ସୁନୀଲ କୁମାର ପାତ୍ର, ଆସନ୍ତା ବର୍ଷ ପାଇଁ ମନୋନୀତ ସଭାପତି ନନ୍ଦକିଶୋର ମିଶ୍ର, ପୂର୍ବତନ ସଭାପତି ବିଜୟ କୁମାର ନନ୍ଦ, ସୁରେଶଚନ୍ଦ୍ର ବେହେରା, ସରୋଜିନୀ ଦାଶ, ଓମପ୍ରକାଶ ଅଗ୍ରୱାଲ, ପ୍ରବୀଣ କୁମାର ଜେନାଙ୍କ ସମେତ ସଭ୍ୟ ଗଗନ ବିହାରୀ ବେହେରା, ସଚ୍ଚିଦାନନ୍ଦ ସେଠୀ, ପ୍ରଶନ୍ନ କୁମାର ସାମନ୍ତରାୟ ପ୍ରମୂଖ ଶିବିର ପରିଚାଳନା କରିଥିଲେ। କ୍ଳବର ପୂର୍ବତ୍ତନ ସଭାପତି ତଥା ଚକ୍ଷୁ ଚିକିତ୍ସା ସହାୟକ ବିଜୟ କୁମାର ବେହେରା ଚକ୍ଷୁ ପରୀକ୍ଷା କରିଥିଲେ।

ଚକ୍ଷୁ ଚିକିତ୍ସା ନେତାଜୀ ସୁବାଷ ବୋଷ ରୋଟାରୀ କ୍ଳବ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026

ବାଂଲାଦେଶ କକ୍ସ ବଜାର ରିସର୍ଟରେ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୬ ଜଣଙ୍କ ସମେତ ୧୦ ମୃତ

October 18, 2026

ନୋଏଡ଼ାରେ ଗୋଟିଏ ଘରୁ ୫ ଜଣଙ୍କ ମୃତଦେହ ଜବତ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.