Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ପାନୀୟ ଜଳ ଚୋରି ହେଉଥିବା ଅଭିଯୋଗ
ଆଞ୍ଚଳିକ

ରଣପୁର: ପାନୀୟ ଜଳ ଚୋରି ହେଉଥିବା ଅଭିଯୋଗ

January 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ବିଜ୍ଞାପିତ ପରିଷଦ ଅଞ୍ଚଳରେ ଲୋକମାନଙ୍କୁ ପାଇପ ମାଧ୍ୟମରେ ପାନୀୟ ଜଳ ଯୋଗାଇ ଦିଆ ଯାଉଛି। ଯାହା ଫଳରେ ଲୋକମାନଙ୍କ ଜଳ ସମସ୍ୟା ଦୂର ହେଇ ପାରୁଛି। କିନ୍ତୁ ରଣପୁରର କେତେକ ଅଞ୍ଚଳରେ ମଟର ଲଗାଇ ଏହି ଯୋଗାଣ ପାଇପରୁ ପାଣି ନେଇ ନିଜ କୂଅ ଇତ୍ୟାଦିରେ ରଖିବା ସହ ଜଳ ଅପଚୟ କରୁଥିବା ଅଭିଯୋଗ ହେଉଛି। ଯାହା ଫଳରେ ମଟର ଲଗାଇ ନ ଥିବା ଲୋକମାନେ ପାଣି ସଠିକ ଭାବରେ ପାଇ ପାରୁ ନାହାନ୍ତି। ଯାହା ଫଳରେ ସେହି ଲୋକମାନେ ଜଳ ପାଇଁ ନାହି ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇ ତୁରନ୍ତ ଏହି ସମସ୍ୟାର ସମାଧାନ କରିବା ପାଇଁ ଦାବି ହେଉଛି।

ପାନୀୟ ଜଳ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସିପିଗ୍ରାମ୍ସ ପୋର୍ଟାଲ ଦ୍ଵାରା ଢେଙ୍କାନାଳରେ ପାନୀୟ ଜଳ ସମସ୍ୟାର ହେଲା ସମାଧାନ

March 25, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026

ସାରା ଦେଶରେ ସୁବିଧାଜନକ ଉପମାର୍ଗ ନିର୍ମାଣ ପାଇଁ ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶ

March 26, 2026

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.