Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୁରୁଷୋତ୍ତମପୁରରେ ଅଧ୍ୟାପକ ଓ ଅଭିଭାବକ ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ପୁରୁଷୋତ୍ତମପୁରରେ ଅଧ୍ୟାପକ ଓ ଅଭିଭାବକ ବୈଠକ ଅନୁଷ୍ଠିତ

January 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ପୁରୁଷୋତ୍ତମପୁର: ଗଂଜାମ ଜିଲ୍ଲା ପୁରୁଷୋତ୍ତମପୁର ଠାରେ ଅବସ୍ଥିତ ତାରାତାରିଣୀ ମହାବିଦ୍ୟାଳୟରେ ଆଜି ଅଧ୍ୟାପକ ଓ ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ ଅଧ୍ୟକ୍ଷ ଡ଼ଃ ସିମାଞ୍ଚଳ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ ଓ ଇତିହାସ ଅଧ୍ୟାପକ କୃଷ୍ଣ ଚନ୍ଦ୍ର ନାୟକ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ଗାୟତ୍ରୀ ଦାସ ମଞ୍ଚାସିନ ଅଧ୍ୟାପକ ଓ ଅଧ୍ୟାପିକା ମାନଙ୍କର ପରିଚୟ ପ୍ରଦାନ କରିଥିଲେ।

ଆଜିର ବୈଠକରେ ଅଭିଭାବକ ମାନେ ମହାବିଦ୍ୟାଳୟର ପ୍ରଶାସନ କୁ ସହଯୋଗ କରିବା ସହିତ ସଚେତନତା ର ଆବଶ୍ୟକ ବୋଲି ଅଧ୍ୟକ୍ଷ ଓ ଅଧ୍ୟାପକ ଗଣ ବକ୍ତବ୍ୟ ଜରିଆରେ ବୁଝାଇଥିଲେ।କାରଣ ଗତ ୨୦୧୭ ମସିହା ଠାରୁ ରାଜ୍ୟ ସରକାର ମୋ ସ୍କୁଲ୍ ଅଭିଯାନ ନିୟମ ଅନୁଯାୟୀ ଛାତ୍ର ବ୍ରୁତି ପ୍ରଦାନ କରିଛନ୍ତି ଓ ଆମ ବିଦ୍ୟାଳୟ ର ଅଳ୍ପ ଛାତ୍ର ଏହାର ସୁବିଧା ପାଇଥିଲା ବେଳେ ସଚେତନତା ଅଭାବ ରୁ ବହୁତ ଛାତ୍ର ବଞ୍ଚିତ ହେଉଛନ୍ତି।

ଏତଦବ୍ୟତୀତ ଛାତ୍ର ମାନଙ୍କୁ କେବଳ ପାଠ ପଢ଼ିବାକୁ ଛାଡ଼ି ଚୁପ୍ ରହିଲେ ହେବ ନାହିଁ, ଛାତ୍ର ମାନଙ୍କୁ ନଜର ନରଖିଲେ ଅବାଟକୁ ଯିବାର ସମ୍ଭାବନା ରହିଛି। ତେଣୁ କରି ଅଭିଭାବକ ମାନେ ମହାବିଦ୍ୟାଳୟ ପ୍ରଶାସନ କୁ ସହଯୋଗ କରିବା ନିହାତି ଆବଶ୍ୟକ ବୋଲି ଅଧ୍ୟକ୍ଷ ଓ ଅଧ୍ୟାପକ ଗଣ ବକ୍ତବ୍ୟ ପ୍ରଦାନ କରିଥିଲେ। ଆଜିର ଏହି ବୈଠକରେ ବହୁ ଅଧ୍ୟାପକ ଓ ଅଧ୍ୟାପିକା ଙ୍କ ସହ ବହୁ ଅଭିଭାବକ ଯୋଗ ଦେଇଥିଲେ।

ପୁରୁଷୋତ୍ତମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 2, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026
Latest News

ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ମାମଲା: ତଦନ୍ତ କରିବେ ଜାତୀୟ ମାନବାଧିକାର କମିଶନ

October 2, 2026

ଗାଁ ମାଟିରେ କବି ଗୋଦାବରୀଶ ମହାପାତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ

October 2, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 2, 2026

ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ରକ୍ତଦାନ ଶିବିର

October 2, 2026

ଏସୀୟ କ୍ରୀଡ଼ା ଫାଇନାଲ୍: ମାଗଣାରେ କିପରି ଦେଖିବେ ଭାରତ-ପାକିସ୍ତାନ ମ୍ୟାଚ?, ଜାଣନ୍ତୁ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.