Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବାଇକ ଚାଳକ ମୃତ
ଆଞ୍ଚଳିକ

ନାଚୁଣୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବାଇକ ଚାଳକ ମୃତ

February 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅନ୍ତର୍ଗତ ବରଡ଼ି ଛକରେ ଆଜି ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି।

ସୂଚନା ମୁତାବକ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ଅନ୍ତର୍ଗତ ମୁଣ୍ଡୁଳା ଗ୍ରାମର ଯୋଗି ବେହେରାଙ୍କ ପୁତ୍ର କୃଷ୍ଣ ବେହେରା (୨୩) ଆଜି ପୂର୍ବାହ୍ନରେ ବାଇକ ଯୋଗେ ଚାକିରୀ ନିମନ୍ତେ ଭୁବନେଶ୍ୱର ଅଭିମୁଖେ ବାହାରିଥିଲେ। ତେବେ ବରଡ଼ି ଛକରେ କୃଷ୍ଣ ଅସାବଧାନତା ବଶତଃ ପୁର୍ବରୁ ଛିଡା ହୋଇଥିବା ଏକ କଣ୍ଟେନରକୁ ଶକ୍ତ ଧକ୍କା ଦେଇଥିଲେ। ଫଳରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା।

ସଙ୍ଗେସଙ୍ଗେ ସ୍ଥାନୀୟ ଅଞ୍ଚଳବାସି ତାଙ୍କୁ ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ମେଡିକାଲ ପଠାଇଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

ନାଚୁଣୀ ବାଇକ ଚାଳକ ଗୁରୁତର ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Latest News

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.