Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପ୍ରଧାନ ଶିକ୍ଷୟତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ଆଞ୍ଚଳିକ

ପ୍ରଧାନ ଶିକ୍ଷୟତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

February 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ଦୀର୍ଘ ଛତିଶ ଵର୍ଷ ବିଭିନ୍ନ ଵିଦ୍ୟାଳୟରେ ଶିକ୍ଷକତା କରି ମଣ୍ଡୁଆମ ପ୍ରାଥମିକ ଵିଦ୍ୟାଳୟରୁ ପ୍ରଧାନ ଶିକ୍ଷୟତ୍ରୀ ଭାଵରେ ଅଵସର ନେଇ ଥିବା ରଶ୍ମିତା ମହାନ୍ତିଙ୍କୁ ତାଙ୍କର ଜନ୍ମଦିନରେ ଵିଦ୍ୟାଳୟରେ ଵିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। ସହକାରୀ ଶିକ୍ଷୟତ୍ରୀ ଯଶୋମତୀ ଗଡତିଆଙ୍କର ପରିଚାଳନାରେ ଅନୁଷ୍ଠିତ ସଭାରେ ବଂଜା ଗୋଳା ଉଚ୍ଚ ପ୍ରାଥମିକ ଵିଦ୍ୟାଳୟର ପ୍ରଧାନ ଶିକ୍ଷକ ଵ୍ରଜ ଚନ୍ଦ୍ର ସାହୁ, ସିଆରସିସି ଲୋକନାଥ ସାମଲ, ଡ଼ ଦୀପେନ ପଟ୍ଟନାୟକ, ରଶ୍ମିତା ଗଡନାୟକ ଓ ବାଵୁଲାଲ ବିଶି ସମ୍ମାନୀତ ଅତିଥି ଯୋଗଦେଇ ଵିଦାୟୀ ପ୍ରଧାନ ଶିକ୍ଷୟତ୍ରୀଙ୍କର ଅଵଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ଛାତ୍ରଛାତ୍ରୀମାନେ ବିଦାୟ ଗୀତିକା ଗାନ କରିବା ସହିତ ଉପହାର ପ୍ରଦାନ କରିଥିଲେ। ସ୍କୁଲ ପରିଚାଳନା କମିଟିର ସଭାପତି ଗୌତମ ଗଡତିଆ ଧନ୍ୟବାଦ ଅର୍ପଣ କରିଥିଲେ।

ଅବସରକାଳୀନ ସମ୍ବର୍ଦ୍ଧନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

ନୟାଗଡ଼ ଡାଏଟ ପରିଦର୍ଶନ କଲେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶିକା

August 25, 2026

କ୍ରିତି ସାନନଙ୍କୁ ସମର୍ଥନ କଲେ ରାହୁଲ ଗାନ୍ଧୀ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ନେତା?

August 25, 2026

ରକ୍ତ ଭଣ୍ଡାର କାର୍ଯ୍ୟକ୍ଷମ ଦାବିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣା

August 25, 2026

ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ଯୋଗ ଦେଲେ ଅନୁଗୁ ଶିବା ମାରୁତି ରେଡ୍ଡୀ

August 25, 2026

ଶ୍ରାବଣ ମାସରେ ୩୪ ଲକ୍ଷରୁ ଅଧିକ ଭକ୍ତଙ୍କ ସୁରକ୍ଷିତ ଦର୍ଶନ ସୁନିଶ୍ଚିତ କଲା ଓଡ଼ିଶା ପୋଲିସ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.