Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭାରତୀୟ ଜନତା ପାର୍ଟି ତରଫରୁ ଟାଙ୍ଗୀ ବ୍ଲକରେ ବନ୍ଧୁ ମିଳନ ଉତ୍ସବ
ଆଞ୍ଚଳିକ

ଭାରତୀୟ ଜନତା ପାର୍ଟି ତରଫରୁ ଟାଙ୍ଗୀ ବ୍ଲକରେ ବନ୍ଧୁ ମିଳନ ଉତ୍ସବ

February 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଆଜି ଟାଙ୍ଗୀ ବ୍ଲକ ଭାରତୀୟ ଜନତା ପାର୍ଟି ତରଫରୁ ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ସଭାପତି ରଶ୍ମିରଞ୍ଜନ ମହାପାତ୍ର ସଭାପତିତ୍ବ କରିଥିବା ବେଳେ ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ ମୁଖ୍ୟ ଅତିଥିରୂପେ ଯୋଗ ଦେଇଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କର ଦୁର୍ନୀତିମୂଳକ କାର୍ଯ୍ୟକଳାପକୁ ସାଂସଦ ଶ୍ରୀମତୀ ଷଡଙ୍ଗୀ ଘୋର ନିନ୍ଦା କରିଥିଲେ। ଏହା ସହିତ କେନ୍ଦ୍ର ସରକାରଙ୍କର ଜନକଲ୍ୟାଣକାରୀ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚେଇବା ପାଇଁ ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ସେ ଆହ୍ୱାନ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ କାଳୁ ଚରଣ ଖଣ୍ଡୟତରାୟ, ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ପ୍ରଦୀପ ବଡ଼ଜେନା ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ସତ୍ୟ ନାରାୟଣ ପରିଡା, ନିକୁଞ୍ଜ ପଟ୍ଟନାୟକ, ସମରଜିତ ଜେନା, ମିତ୍ରଭାନୁ ସୁବୁଦ୍ଧି, ମଞ୍ଜୁଲତା ଇନ୍ଦ୍ରଜିତ, ରୋଜିନା ରାଣୀ ଦାସ, ପବିତ୍ର ହରିଚନ୍ଦନ, ରଘୁନାଥ ସାହୁ, ଜୟଦେବ ବେହେରା, ଭଗବାନ ସେଠ, ପ୍ରଶାନ୍ତ ବେହେରା, ନବଘନ ସାହୁ, ରମେଶ ମହାପାତ୍ର, ପ୍ରମୁଖ ଯୋଗ ଦେଇଥିଲେ।

ସର୍ବ ଶେଷରେ ସାଂସଦ ପ୍ରତିନିଧି ହେମନ୍ତ କୁମାର ବେହେରା ଅର୍ପଣ କରିବା ଅବସରରେ ମଲାଗୁଣି ବ୍ୟାରେଜରୁ ଜଳ ନିଷ୍କାସନ ବନ୍ଦ କରିବା, ଟାଙ୍ଗୀ ପଂଚାୟତକୁ ଏନଏସିର ମାନ୍ୟତା ଦେବା ଏବଂ ଟାଙ୍ଗୀ ମେଡିକାଲରେ ଅଣଓଡ଼ିଆ ଡାକ୍ତରଙ୍କ ବଦଳରେ ଓଡ଼ିଆ ଡାକ୍ତରଙ୍କ ନିଯୁକ୍ତି ଦେବା ପାଇଁ ମାନ୍ୟବାର ସାଂସଦଙ୍କୁ ଅନୁରୋଧ କରିଥିଲେ।

ଟାଙ୍ଗୀ ବ୍ଲକ ବନ୍ଧୁ ମିଳନ ଉତ୍ସବ ଭାରତୀୟ ଜନତା ପାର୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ସାଇବର ଅପରାଧ ହେଲ୍ପଲାଇନ୍ ୧୯୩୦ର ସମୀକ୍ଷା କଲେ ଅମିତ ଶାହ

June 18, 2026

ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା

June 18, 2026

ଆଜିଠାରୁ ୨୨ ପର୍ଯ୍ୟନ୍ତ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ଗସ୍ତ କରିବେ ରାଷ୍ଟ୍ରପତି

June 18, 2026

ବିସ୍ତୃତ ରାଶିଫଳ: ଜୁନ ୧୮ ତାରିଖ ବୁଧବାରରେ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜଳମୟ

June 18, 2026

‘ଛାତ୍ରଙ୍କ ଭବିଷ୍ୟତ ପାଇଁ ଲଢ଼େଇ’ : କୋଟାରୁ ମୋଦି ସରକାର ବିରୋଧରେ ରାହୁଲଙ୍କ ଶିକ୍ଷା ଆନ୍ଦୋଳନ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.