Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଅରାଙ୍ଗରେ ନିଃଶୁକ୍ଳ ସ୍ୱାସ୍ଥ୍ୟସେବା ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର ଅରାଙ୍ଗରେ ନିଃଶୁକ୍ଳ ସ୍ୱାସ୍ଥ୍ୟସେବା ଅନୁଷ୍ଠିତ

February 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ଅରାଙ୍ଗରେ ନିଃଶୁକ୍ଳ ସ୍ୱାସ୍ଥ୍ୟସେବା ଅନୁଷ୍ଠିତ

ବାଣପୁର: ବାଣପୁର ବ୍ଲକ ଅଧିନସ୍ଥ ନୀଳାଦ୍ରି ଗ୍ରାମ ପଞ୍ଚାୟତର ଅରାଙ୍ଗ ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ଆଦର୍ଶ ଆରୋଗ୍ୟ ସେବା ସଦନ, ବାଣପୁର ଓ ହେଲଥ ଭିଲେଜ ହସ୍ପିଟାଲ ଭୁବନେଶ୍ୱର ଙ୍କ ମିଳିତ ଆନୁକୂଲ୍ୟରେ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ପ୍ରଖ୍ୟାତ ଯନ୍ତ୍ରଣା ଉପଶମ ଡାକ୍ତର ଶୋଭନ କୁମାର ରଥ ଯୋଗଦେଇ ଚିକିତ୍ସା କରିଥିଲେ।

ସମୁଦାୟ 70ଜଣ ରୋଗୀ ନିଶୁକ୍ଳ ଚିକିତ୍ସା ହୋଇଥିଲେ। ସେବା ସଦନର ପ୍ରତିଷ୍ଠାତା ଭି. କାମେଶ୍ୱର ଆଚାରୀ, ସ୍ୱାସ୍ଥ୍ୟସହାୟକ ପ୍ରଦୀପ ସାହୁ, ସମାଜସେବୀ ସାଗର ସାହୁ ଏବଂ ରବୀନ୍ଦ୍ର ସାହୁ ଏହି ଶିବିରକୁ ପରିଚାଳନା କରିଥିଲେ। ଉକ୍ତ ଅନୁଷ୍ଠାନ ତରଫରୁ ଗାଁ ଗାଁ ରେ ସ୍ଵାସ୍ତ୍ୟ ଶିବିର କରି ଗରିବ ଲୋକଙ୍କର ଉପକୃତ କରୁଥିବରୁ ସ୍ଥାନୀୟ ଅଞ୍ଚଳରେ ଅନୁଷ୍ଠାନକୁ ସାଧୁବାଦ ଦିଆଯାଇଛି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳାଙ୍କଠାରେ ଥାଇରଏଡ୍ ସମସ୍ୟା କାହିଁକି ଅଧିକ? ଜାଣନ୍ତୁ କାରଣ, ଲକ୍ଷଣ ଓ ସତର୍କତା

July 1, 2026

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026

ଅଧ୍ୟାପକ ସଂଗ୍ରାମ ସାହୁଙ୍କ ଅକାଳ ବିୟୋଗ: ବାଣପୁର ଅଞ୍ଚଳରେ ଶୋକର ଛାୟା

June 30, 2026

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ ସହ ସକାରାତ୍ମକ ଆଲୋଚନା

June 26, 2026
Latest News

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.