Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡିଏଭି ଚନ୍ଦ୍ରଶେଖରପୁରର ପାଳିତ ହେଲା ମହର୍ଷି ଦୟାନନ୍ଦ ସରସ୍ବତୀଙ୍କ ଜୟନ୍ତି
ଆଞ୍ଚଳିକ

ଡିଏଭି ଚନ୍ଦ୍ରଶେଖରପୁରର ପାଳିତ ହେଲା ମହର୍ଷି ଦୟାନନ୍ଦ ସରସ୍ବତୀଙ୍କ ଜୟନ୍ତି

February 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
DAVChs
ଡିଏଭି ଚନ୍ଦ୍ରଶେଖରପୁରର ପାଳିତ ହେଲା ମହର୍ଷି ଦୟାନନ୍ଦ ସରସ୍ବତୀଙ୍କ ଜୟନ୍ତି

ଭୁବନେଶ୍ୱର : ଆର୍ଯ୍ୟ ସମାଜର ପ୍ରତିଷ୍ଠାତା, ମହାନ ସମାଜ ସଂସ୍କାରକ ତଥା ଡିଏଭି ଆନ୍ଦୋଳନର ସୂତ୍ରଧର ମହର୍ଷି ସ୍ୱାମୀ ଦୟାନନ୍ଦ ସରସ୍ୱତୀଙ୍କୁ ତା’ଙ୍କ ପବିତ୍ର ଜନ୍ମତିଥିରେ ଡିଏଭି ପବ୍ଲିକ୍‍ ସ୍କୁଲ୍‍, ଚନ୍ଦ୍ରଶେଖରପୁର ପରିସରରେ ସଭକ୍ତି ଶ୍ରଦ୍ଧାର୍ଘ୍ୟ ଅର୍ପିତ ହୋଇଛି ।

ସମଗ୍ର ରାଷ୍ଟ୍ର ପକ୍ଷରୁ ଏହି ମହାନ ତ୍ୟାଗୀ ସାଧକଙ୍କ ଜନ୍ମ ଦ୍ୱିଶତବାର୍ଷିକୀ ଉପଲକ୍ଷେ ବହୁବିଧ କାର୍ଯ୍ୟକ୍ରମମାନ ଆୟୋଜିତ ହେବ ବୋଲି ବିଧିବଦ୍ଧ ନିଷ୍ପତ୍ତି ନିଆଯାଇଛି । ଡିଏଭି ଚନ୍ଦ୍ରଶେଖରପୁର ପରିସରରେ ଏହି ଉପଲକ୍ଷେ ୨୦୦ ସୁସଜ୍ଜିତ କଳସ ସ୍ଥାପନ ପୂର୍ବକ ବୈଦିକ ଯଜ୍ଞାନୁଷ୍ଠାନ ଆୟୋଜିତ ହୋଇଥିଲା ।

ଏଥିରେ ଭାରପ୍ରାପ୍ତ ଅଧ୍ୟକ୍ଷା ଇନ୍ଦିରା ଭଟ୍ଟାଚାର୍ଯ୍ୟଙ୍କ ସମେତ ଏକାଡେମିକ ସୁପରଭାଇଜର, ଶିକ୍ଷକ ଶିକ୍ଷୟିତ୍ରୀ ତଥା ଛାତ୍ରଛାତ୍ରୀମାନେ ଯୋଗ ଦେଇ ମହର୍ଷିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ତା’ଙ୍କ ମହାନ ଅବଦାନ ଓ ଆଦର୍ଶ ସଂପର୍କରେ ଆଲୋଚନା କରିଥିଲେ । ବର୍ଷତମାମ ଏ ସଂକ୍ରାନ୍ତରେ ଏକାଧିକ ଶୈକ୍ଷିକ ଓ ସାମାଜିକ କଲ୍ୟାଣଧର୍ମୀ କାର୍ଯ୍ୟକ୍ରମମାନ ଆୟୋଜନ କରାଯିବ ବୋଲି ସୂଚନା ଦିଆଯାଇଛି ।

DAV ଡିଏଭି
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026
Latest News

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026

ତେଲେଙ୍ଗାନାରେ ରାଜନୈତିକ ଉତ୍ତେଜନା!: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଜମି ଦୁର୍ନୀତି ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.