Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଗୁନିଆ ପଡ଼ା ବ୍ଳକ ପଞ୍ଚାୟତ ସମିତିର ଦ୍ଵିତୀୟ ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ବେଗୁନିଆ ପଡ଼ା ବ୍ଳକ ପଞ୍ଚାୟତ ସମିତିର ଦ୍ଵିତୀୟ ବୈଠକ ଅନୁଷ୍ଠିତ

February 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ପଞ୍ଚାୟତ ସମିତିର ଦ୍ଵିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ରେଣୁବାଳା ଗୌଡ଼ଙ୍କ ସଭାପତିତ୍ବରେ ଏହି ବୈଠକରେ ବିଧାୟିକା ଲତିକା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଓ ବିଡ଼ିଓ ପ୍ରଜ୍ଞା ପ୍ରିୟଦର୍ଶିନୀ ଓ ଉପାଧ୍ୟକ୍ଷ ସୁଧାକର ପ୍ରଧାନ, ଥାନା ଅଧିକାରୀ ପୁର୍ଣ୍ଣ ଚନ୍ଦ୍ର ପ୍ରଧାନ ଓ ସହକାରୀ ଯନ୍ତ୍ରୀ ଗୌଡ଼ ପ୍ରମୁଖ ମଞ୍ଚାସୀନ ଥିଲେ।

ଉକ୍ତ ବୈଠକରେ ବ୍ଳକ ଅଞ୍ଚଳରୁ ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ମାନେ ଯୋଗ ଦେଇ ନିଜ ଅଞ୍ଚଳର ବିଭିନ୍ନ ସମସ୍ୟା ଯଥା ଶିକ୍ଷା, ସ୍ବାସ୍ଥ୍ୟ, ପରିମଳ, କୃଷି, ଅଙ୍ଗନବାଡ଼ି କେନ୍ଦ୍ର ଓ ଆଇନ ଶ୍ରୁଙ୍ଖଳା ପରିସ୍ଥିତି ଓ ନିରାପତ୍ତା ସମସ୍ୟା ବିଷୟରେ ଆଲୋଚନା କରିବା ସହ ସାଧାରଣ ଜନତାଙ୍କ ମୌଳିକ ସମସ୍ୟା ଗୁଡିକ ଯଥା ଶିଘ୍ର ସମାଧାନ ପାଇଁ ଦାବି ଉପସ୍ଥାପନ କରିଥିଲେ।

ଗଞ୍ଜାମ ଜିଲ୍ଲା ପଞ୍ଚାୟତ ସମିତି ବେଗୁନିଆ ପଡ଼ା ବ୍ଳକ
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ବାପା ପୁଅକୁ ହତ୍ୟା ଉଦ୍ୟମ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Latest News

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.