Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ରେଳ ଷ୍ଟେସନରୁ ଗଞ୍ଜେଇ ଜବତ, ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ବାଲୁଗାଁ ରେଳ ଷ୍ଟେସନରୁ ଗଞ୍ଜେଇ ଜବତ, ଅଭିଯୁକ୍ତ ଗିରଫ

February 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ସକାଳେ ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ରେଳ ଷ୍ଟେସନ ପରିସରରେ ଅବକାରୀ ଓ ଆରପିଏଫ ମିଳିତ ଭାବେ ଚଢ଼ାଉ କରି ଜଣେ ଗଞ୍ଜେଇ ବେପାରିଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତ ଜଣକ ହେଉଛନ୍ତି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳର ବବୁଲ ବାରିକ (୨୦)। ତାଙ୍କ ନିକଟରୁ ୧୨ କେଜି ଗଞ୍ଜେଇ ଜବତ ହୋଇଛି।

ଏହି ପରିପ୍ରେକ୍ଷୀରେ ଅବକାରୀ ବିଭାଗ ଏନଡ଼ିପିଏସ ଆକ୍ଟ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଉକ୍ତ ଚଢ଼ାଉରେ ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନ, ବାଲୁଗାଁ ଅବକାରୀ ଅଧିକାରୀ ରୋହିତ ଦଣ୍ଡସେନା, ବାଲୁଗାଁ ଆରପିଏଫ ଏଏସଆଇ ଏସ. ଅର୍ଜୁନ ପାତ୍ର ଏବଂ ଅନ୍ୟ କର୍ମଚାରୀ ମାନେ ସାମିଲ ଥିଲେ।

ଅଭିଯୁକ୍ତ ଗିରଫ ଗଞ୍ଜେଇ ଜବତ ବାଲୁଗାଁ ରେଳ ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026
Latest News

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.