Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମଇ ୩ ତାରିଖରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା ଆରମ୍ଭ
ଆଞ୍ଚଳିକ

ମଇ ୩ ତାରିଖରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା ଆରମ୍ଭ

February 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଲାଶ ଚନ୍ଦ୍ର ଚୌଧୁରୀ

ଭଞ୍ଜନଗର: ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ରଘୁନାଥ ମନ୍ଦିରରେ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ ଯାତ୍ରା କମିଟି ଉପଦେଷ୍ଟା ତଥା ବାଚସ୍ପତି ବିକ୍ରମ କେଶରୀ ଆରୁଖ ହେବାକୁ ଥିବା ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ର ସୁଚାରୁରୂପେ ସମ୍ପାଦନା ପାଇଁ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ତହସିଲଦାର ଅଚ୍ୟୁତାନନ୍ଦ ଜାନୀ, ନିର୍ବାହୀ ଅଧିକାରୀ ଆଶୁତୋଷ କର, ଥାନା ଅଧିକାରୀ ଧିରେଶ ଦାସ, ବିଦ୍ୟୁତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ନ୍ରୁସିଂହାନନ୍ଦ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ଆସନ୍ତା ମାର୍ଚ୍ଚ ୨୬ ତାରିଖ ରେ ଶୁଭଖୁଣ୍ଟି ସ୍ଥାପନ ସହ ମଇ ୩ ତାରିଖରୁ ୨୧ ଦିନ ବ୍ୟାପୀ ଯାତ୍ରା ଅନୁଷ୍ଠିତ ହେବ ବୋଲି କମିଟି ନିଷ୍ପତ୍ତି ନେଇଥିଲେ।

ଅନୁଷ୍ଠିତ ବୈଠକରେ ସର୍ବସମ୍ମତିକ୍ରମେ ଯାତ୍ରା କମିଟି ସଭାପତି ଭାବେ ରାଜେନ୍ଦ୍ର ବିଷୋୟୀ, ଉପସଭାପତି ଭାବେ ବିନୟ ରଥ ଓ ଶାନ୍ତନୁ ଦାସ, ସଙ୍ଗଠନ ସମ୍ପାଦକ ଭାବରେ ନଗରପାଳ ଗୋପବନ୍ଧୁ ମହାପାତ୍ର ଓ ସାଧାରଣ ସମ୍ପାଦକ ଭାବେ ସୁଧୀର ବେହେରା ପ୍ରମୁଖ ମନୋନୀତ ହୋଇଛନ୍ତି।

ପ୍ରକାଶ ଥାଉକି ଘୁମୁସର ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ବ୍ୟାଘ୍ର ଦେବୀ ଠାକୁରାଣୀ ଓ ଭଞ୍ଜନଗର ର ଗ୍ରାମଦେବତୀ ଠାକୁରାଣୀ ଙ୍କୁ ମୁଖ୍ୟ ରାସ୍ତାରେ ଏକ ଅସ୍ଥାୟୀ ମଣ୍ଡପରେ ସ୍ଥାପନା କରି ଏହି ଯାତ୍ରା ହେଉଛି।

ଠାକୁରାଣୀ ଯାତ୍ରା ବିକ୍ରମ କେଶରୀ ଆରୁଖ ଭଞ୍ଜନଗର ମଇ ୩ ତାରିଖ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୨୬ ତାରିଖ ବୁଧବାରରେ ଏହି ପାଞ୍ଚଟି ରାଶିର ଖୋଲିବ ଭାଗ୍ୟ

August 26, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026
Latest News

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ବାତିଲ ହେଲା ଏହି ଟ୍ରେନ୍

August 26, 2026

ଭାରତର ବିଜୟରେ ବାଧା ସୃଷ୍ଟି କରିବ କି ବର୍ଷା?: ଜାଣନ୍ତୁ କିପରି ରହିବ କଲମ୍ବୋରେ ପାଗ

August 26, 2026

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ଖାଦ୍ୟ

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.