Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମାଗଣା ସ୍ବାସ୍ଥ୍ୟ ସେବା ଶିବିର ଓ ଅଂଶୁଘାତ ମୁକାବିଲା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ମାଗଣା ସ୍ବାସ୍ଥ୍ୟ ସେବା ଶିବିର ଓ ଅଂଶୁଘାତ ମୁକାବିଲା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଆଜି ପ୍ରାତଃ ଭ୍ରମଣ ସଂଗଠନ ତରଫରୁ ବ୍ରହ୍ମପୁର ସହର ନୀଳକଣ୍ଠ ମନ୍ଦିର ନିକଟ ହରିହର ଭେଟ ମନ୍ଦିର ଠାରେ ମାଗଣା ସ୍ବାସ୍ଥ୍ୟ ସେବା ଶିବିର ଓ ଅଂଶୁଘାତ ମୁକାବିଲା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଡଃ ନକୁଳ ସାହୁ ବିଭିନ୍ନ ବ୍ୟକ୍ତିବିଶେଷଙ୍କ ବାତ, ପିତ୍ତ, କଫ, ରକ୍ତଚାପ, ରକ୍ତଶର୍କରା, ଅମ୍ଳପିତ୍ତ, ସ୍ନାୟୁ, ସ୍ତ୍ରୀ ଓ ପ୍ରସୂତି ରୋଗ ନିଦାନ ଚିକିତ୍ସା କରିବା ସହ ମାଗଣା ଔଷଧ ପ୍ରଦାନ କରିଥିଲେ।

ଏତଦବ୍ୟତୀତ ଚଳିତ ଗ୍ରୀଷ୍ମ ଋତୁରେ ସମ୍ଭାବ୍ୟ ଅଂଶୁଘାତ ମୁକାବିଲା ପାଇଁ ସଚେତନ କରାଇଥିଲେ। ଅନୁଷ୍ଠିତ ସେବା କାର୍ଯ୍ୟକ୍ରମକୁ ଜୟନ୍ତୀ ଲାଲ୍, ନରସିଂହ ଚୌହାନ, ଶ୍ରୀନିବାସ ରାଓ ପ୍ରଶାନ୍ତ ପରିଡ଼ା ଓ ଗଣେଶ ପରିଚ୍ଛା ଙ୍କ ସମେତ ମନ୍ଦିର କମିଟି ସଦସ୍ୟ ଗଣ ସହଯୋଗ କରିଥିଲେ।

ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.