Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଆରମ୍ଭ ହେଲା ଦ୍ଵାଦଶ ଶ୍ରେଣୀ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା
ଆଞ୍ଚଳିକ

ବାଣପୁର: ଆରମ୍ଭ ହେଲା ଦ୍ଵାଦଶ ଶ୍ରେଣୀ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା

March 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ଆଜିଠାରୁ ଓଡ଼ିଶାର ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମାନଙ୍କରେ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଯାଇଛି। ଅନୁରୂପ ଭାବେ ଆଜି ବିଜ୍ଞାନ ପରୀକ୍ଷା ଥିବାବେଳେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ସମୁଦାୟ ୨୬୯ ଜଣ ଫର୍ମ ଫିଲପ କରିଥିବା ବେଳେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଯାଇଥିବାରୁ ୨୬୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବାର ମହାବିଦ୍ୟାଳୟ ତରଫରୁ ପ୍ରକାଶ କରାଯାଇଛି।

ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଧେଶ ମୁତାବକ କେତେକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡିକୁ ହବ ସେଣ୍ଟର ଭାବରେ ଘୋଷଣା କରାଯାଇଛି। ତନ୍ମଧ୍ୟରୁ ବାଣପୁର ସ୍ଥିତ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏକ ହବ ସେଣ୍ଟର ଭାବେ ଗ୍ରହଣ କରାଯାଇଛି। ଉକ୍ତ ହବ ସେଣ୍ଟର ଅଧିନରେ ଗୋଦାବରୀଶ ମହାବିଦ୍ୟାଳୟ ସମେତ ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗମ୍ଭାରୀମୁଣ୍ଡା, ନାଚୁଣୀ, କୁହୁଡି, ବାଲୁଗାଁ ଓ ଆଙ୍କୁଲାଚଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରହିଛନ୍ତି।

ଏଠାରେ ଉପରୋକ୍ତ ସମସ୍ତ ପରୀକ୍ଷା ପ୍ରଶ୍ନପତ୍ର ମହଜୁଦ ଥାଇ ଏଠାରୁ ପ୍ରଶ୍ନ ପତ୍ର ପଠାଯିବାର ବ୍ୟବସ୍ଥା କରାଯାଇଛି। ଏହା ଅଧୀନରେ ୧୫୮୧ ଜଣ କଳା, ୫୬୧ ଜଣ ବିଜ୍ଞାନ ୩୬ ଜଣ ବାଣିଜ୍ୟ ଓ ୩୨ଜମଣ ଧନ୍ଦାମୂଳକ ଶିକ୍ଷା ଷ୍ଟ୍ରିମରେ ପରୀକ୍ଷା ଦେଉଛନ୍ତି ବୋଲି ହବ୍ ପରିଚାଳକ ଅଧ୍ୟକ୍ଷ ବିନାୟକ ହୋତା ଓ ପରୀକ୍ଷା ପରିଚାଳକ ଲକ୍ଷ୍ମୀ ପ୍ରସାଦ ମିଶ୍ର ପ୍ରକାଶ କରିବା ସହିତ ଶାନ୍ତିଶୃଙ୍ଖଳା ସହକାରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଇଥିବାର କହିଛନ୍ତି।

କଳା ଦ୍ଵାଦଶ ଶ୍ରେଣୀ ପରୀକ୍ଷା ବାଣପୁର ବାଣିଜ୍ୟ ବିଜ୍ଞାନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ଅପେକ୍ଷାର ଅନ୍ତ : ଆଜି ବିଜୟ ନେବେ ଶପଥ

May 10, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସମ୍ବଲପୁର – ଝାରସୁଗୁଡ଼ା ରୋଡ ସେକ୍ସନ ନିରୀକ୍ଷଣ: ନିରାପତ୍ତା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ବିକାଶର ସମୀକ୍ଷା

May 10, 2026

ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୫ ଘୋଷଣା : ୫ଟି ବର୍ଗରେ ପୁରସ୍କାର ପାଇବ ଓଡ଼ିଶା

May 10, 2026

ସାମାଜିକ ସୁରକ୍ଷା କଭରେଜ୍ ପ୍ରଦାନ କ୍ଷେତ୍ରରେ ତିନି ଜନସୁରକ୍ଷା ସ୍କିମର ୧୧ ବର୍ଷ ପୂରଣ

May 10, 2026

ଆଜି କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ: ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର କରିବେ ଉଦଘାଟନ

May 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.