Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର-ବାଲୁଗାଁ ଏନଏସି ରେ ମିଶନଶକ୍ତି ଗୋଷ୍ଠୀ ସହଭାଗୀମାନଙ୍କୁ ସାଇକେଲ ବଣ୍ଟନ
ଆଞ୍ଚଳିକ

ବାଣପୁର-ବାଲୁଗାଁ ଏନଏସି ରେ ମିଶନଶକ୍ତି ଗୋଷ୍ଠୀ ସହଭାଗୀମାନଙ୍କୁ ସାଇକେଲ ବଣ୍ଟନ

March 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ଆଦି ସାଇକେଲ ପାଇଛନ୍ତି।

ଅନୁରୂପ ଭାବେ ଉକ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ବାଲୁଗାଁ ଏନଏସି ରେ ମଧ୍ୟ ହୋଇଯାଇଛି। ଏକ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇ ଉଭୟ ଏନଏସି ର ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ମାନଙ୍କୁ ସାଇକେଲ ପ୍ରଦାନ କରାଯାଇଛି। ବାଣପୁରରେ ୨୦ ଗୋଟି ଏବଂ ବାଲୁଗାଁରେ ୧୮ ଗୋଟି ସାଇକେଲ ପ୍ରଦାନ କରାଯାଇଛି।

ଉଭୟ ସ୍ଥାନରେ ଉଭୟ କାର୍ଯ୍ୟନିର୍ବାହୀ ଅଧିକାରୀ, ନଗରପାଳ, ଉପନଗରପାଳ, ସମସ୍ତ କାଉନସିଲର ଏବଂ ଏନଏସି ର ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

ବାଣପୁର ବାଲୁଗାଁ ସାଇକେଲ ବଣ୍ଟନ
Share. Facebook Twitter LinkedIn Email WhatsApp Copy Link

Related Posts

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026
Latest News

ଆଜି ୧୬ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 16, 2026

ବଦଳିବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା

April 16, 2026

ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟାକୁ ନେଇ ରାଜନୈତିକ ଅସ୍ଥିରତା: ଉତ୍ତର ବନାମ ଦକ୍ଷିଣ ବିବାଦ

April 15, 2026

ଏଣିକି ନିଜ ଜିଲ୍ଲାରେ ନିଯୁକ୍ତି ମନା

April 15, 2026

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.