Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସ୍ୱାଧୀନତା ସଂଗ୍ରାମୀଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି
ଆଞ୍ଚଳିକ

ବାଣପୁର: ସ୍ୱାଧୀନତା ସଂଗ୍ରାମୀଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି

March 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ବାଣପୁରର ଶେଷ ସ୍ୱାଧୀନତା ସଂଗ୍ରାମୀ ରାଧାକାନ୍ତ ନାୟକଙ୍କ ଦ୍ଵାଦଶ କ୍ରିୟାରେ ଆଜି ସନ୍ଧ୍ୟାରେ ଅଂଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ପ୍ରକାଶ ଥାଉକି ରାଧାକାନ୍ତ ନାୟକ ୧୯୨୧ ମସିହାରେ ଐତିହାସିକ ପାଲଟଣ ପଡିଆ ନିକଟ ସାନହନ୍ତୁଆଡ଼ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଦେଶ ପରାଧୀନ ଥିବାବେଳେ ଯୁବକ ଅବସ୍ଥାରେ ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଏବଂ ବାଣପୁର ଅଞ୍ଚଳର ତତ୍କାଳୀନ ସମୟରେ ସ୍ୱାଧୀନତା ଆନ୍ଦୋଳନରେ ନିଜକୁ ସାମିଲ କରିଥିବା ପର୍ଶୁରାମ ହରିଚନ୍ଦନ ଓ ପୂର୍ବତନ ବିଧ୍ୟାୟକ ରାମଚନ୍ଦ୍ର ପ୍ରହରାଜଙ୍କ ପ୍ରରୋଚନାରେ ସ୍ୱାଧୀନତା ଆନ୍ଦୋଳନରେ ରାଧାକାନ୍ତ ସାମିଲ ହୋଇଥିଲେ।

ତେବେ ଗତ ଫେବୃଆରୀ ୧୯ ତାରିଖ ରବିବାର ଦିନ ରାଧାକାନ୍ତ ତାଙ୍କ ପରିବାରବର୍ଗଙ୍କୁ ଛାଡି ଇହଲୀଳା ସମ୍ବରଣ କରିଥିଲେ। ଆଜି ତାଙ୍କର ଦ୍ୱାଦଶ କାର୍ଯ୍ୟରେ ଚିଲିକାର ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ର ନାଥ ମାନସିଂହ, ପୂର୍ବତନ ବିଧାୟକ ରଘୁନାଥ ସାହୁ, ଜିଲ୍ଲାପରିଷଦ ଉପସଭାପତି ଗୋପୀନାଥ ମହାରଣା ପ୍ରମୁଖ ଯୋଗ ଦେଇ ରାଧାନାଥଙ୍କ ସ୍ମୃତି ଚାରଣ କରିବା ସହ ଅମର ଆତ୍ମାର ସଦଗତି କାମନା କରିଥିଲେ।

ବାଣପୁର ଶ୍ରଦ୍ଧାଞ୍ଜଳି ଜ୍ଞାପନ ସ୍ୱାଧୀନତା ସଂଗ୍ରାମୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ପାଇକ ବିଦ୍ରୋହ: ଓଡ଼ିଆ ଅସ୍ମିତାର ଏକ ଅନନ୍ୟ ଅଗ୍ନିଶିଖା

June 1, 2026

ବାଣପୁର: ଅଗ୍ନିକାଣ୍ଡ କ୍ଷତିଗସ୍ତ ପରିବାରଙ୍କୁ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.