Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଭାରସାମ୍ୟ ହରାଇ ଲେଉଟିଲା ବାଲି ବୋଝେଇ ହାଇୱା
ଆଞ୍ଚଳିକ

ବାଲୁଗାଁ: ଭାରସାମ୍ୟ ହରାଇ ଲେଉଟିଲା ବାଲି ବୋଝେଇ ହାଇୱା

March 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ସକାଳେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନମ୍ବର ଜାତୀୟ ରାଜପଥ ଖଡ଼ିକାପଲ୍ଲି ଓଭରବ୍ରିଜ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି ବୋଝେଇ ହାଇୱା ଭରସାମ୍ୟ ହରାଇ ରାସ୍ତାରେ ଲେଉଟି ପଡ଼ିଛି।

ଖବର ମୁତାବକ ହାଇୱା ଗାଡ଼ି ଟି କଟକରୁ ବାଲି ନେଇ ଗଞ୍ଜାମ ଅଭିମୁଖେ ଯାଉଥିବା ବେଳେ ଖଡ଼ିକାପଲ୍ଲି ଓଭରବ୍ରିଜ ନିକଟରେ ଭାରସାମ୍ୟ ହରାଇ ଲେଉଟି ପଡ଼ିଛି। ଉକ୍ତ ଦୁର୍ଘଟଣାରେ ହାଇୱା ଚାଳକ ଆହତ ହୋଇ ସ୍ଥାନୀୟ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।  ହାଇୱା ମଧ୍ୟରୁ ସମସ୍ତ ବାଲି ରୋଡରେ ପଡ଼ି ରହିଛି। ଖବର ପାଇ ନାଭାଲ ଫାଣ୍ଡି ଅଧିକାରୀ ଦିଲ୍ଲୀପ ସାହୁ ସଦଳବଳେ ଦୁର୍ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

ଜାତୀୟ ରାଜପଥ ବାଲି ବୋଝେଇ ହାଇୱା ବାଲୁଗାଁ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.