Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟର ପୁରାତନ ଛାତ୍ର ସ°ଘ ଗଠିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟର ପୁରାତନ ଛାତ୍ର ସ°ଘ ଗଠିତ

March 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ୧୯୬୩ ମସିହାରେ ପ୍ରତିଷ୍ଠିତ ଏବଂ ଓଡିଶାର ବରପୁତ୍ର ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ନାମରେ ନାମିତ ଗୋଦାବରୀଶ ମହାବିଦ୍ୟାଳୟର ପୁରାତନ ଛାତ୍ର ସ°ଘ ରବିବାର ଦିନ ମହାବିଦ୍ୟାଳୟ ପରିସରରେ ଗଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତାଙ୍କ ସଭାପତିତ୍ୱରେ ଆୟୋଜିତ ଓ ସ°ଯୋଜକ ଲକ୍ଷ୍ମୀ ପ୍ରସାଦ ମିଶ୍ରଙ୍କ ସ°ଯୋଜନାରେ ପରିଚାଳିତ ଏହି ବୈଠକରେ ଅନେକ ପୁରାତନ ଛାତ୍ରଛାତ୍ରୀ ଯୋଗଦେଇ ନିଜନିଜର ଅନୁଭୂତି ବଖାଣିବା ସହ ପୁରାତନ ଛାତ୍ର ସ°ଘ ଜରିଆରେ ମହାବିଦ୍ୟାଳୟର ଉନ୍ନତିକରଣ ପାଇଁ ବିଭିନ୍ନ ମତ ଉପସ୍ଥାପନ କରିଥିଲେ।

ଆହୂତ ବୈଠକରେ ପୁରାତନ ଛାତ୍ର ଓ ପୂର୍ବତନ ମନ୍ତ୍ରୀ ଡ଼ ଦେବେନ୍ଦ୍ର ନାଥ ମାନସିଂହଙ୍କୁ ପୁରାତନ ଛାତ୍ର ସଂଘର ସଭାପତି ଭାବରେ ମନୋନୀତ କରାଯାଇଥିବା ବେଳେଡ ଡ଼ା ନୃସିଂହ ଚରଣ ପ୍ରଧାନ କାର୍ଯ୍ୟକାରୀ ସଭାପତି, ଅମରେନ୍ଦ୍ର ରଣସି°ହ ଓ ମିଟୁ ନାୟକ ଉପସଭାପତି, ଲକ୍ଷ୍ମୀ ପ୍ରସାଦ ମିଶ୍ର ସମ୍ପାଦକ, ଏସ୍ କେ ମୋହିନୁଲ୍ ହକ୍ ଓ ମହେଶ୍ଵର ଜେନା ଯୁଗ୍ମ ସମ୍ପାଦକ, ଜିତେନ୍ଦ୍ର ଭୋଳ କୋଷାଧ୍ୟକ୍ଷ, ସୁନୀଲ କୁମାର ପଣ୍ଡା ସହ କୋଷାଧ୍ୟକ୍ଷ ଓ ସର୍ବଶ୍ରୀ ସର୍ବେଶ୍ଵର ଷଡ଼ଙ୍ଗୀ, ପ୍ରକାଶ ପ୍ରଧାନ, ସୀତାରାମ୍ ଅଗ୍ରୱାଲ, ଅରୁଣ କୁମାର ପଣ୍ଡା ,ଶକ୍ତି ପ୍ରସାଦ ମହାନ୍ତି, ଶକ୍ତି ପ୍ରସାଦ ମହାପାତ୍ର , ଅନନ୍ତ ବାରିକୀ, ସୁନୀଲ ସୁବୁଦ୍ଧି ,ଉମାକାନ୍ତ ଲାଠି,ମନ୍ମଥ ମିଶ୍ର ,ଅଜୟ ଦାଶ,ଦୁର୍ଯୋଧନ ସାହୁ, ବିର°ଚି ନାରାୟଣ କାଣ୍ଡି ପ୍ରମୁଖ କାର୍ଯ୍ୟକାରୀ କମିଟିର ସଦସ୍ୟ ଭାବରେ ମନୋନୀତ ହୋଇଛନ୍ତି।

ପ୍ରାଧ୍ୟାପକ ଶୂର ପ୍ରତାପ ନରେନ୍ଦ୍ର ସି°ହ ବର୍ମା ଧନ୍ୟବାଦ ଅର୍ପଣ କରିଥିଲେ। ଆସନ୍ତା ଅପ୍ରେଲ ୨ ତାରିଖ ରବିବାର ଦିନ ଆଲୁମିନି ପରିଷଦର ପ୍ରଥମ ବୈଠକ ଅନୁଷ୍ଠିତ ହେବାପାଇଁ ସ୍ଥିର କରାଯାଇଛି।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.