Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଓକିଲ ସଂଘ ନିର୍ବାଚନ ପାଇଁ ଶେଷ ହେଲା ପ୍ରାର୍ଥୀପତ୍ର ଦାଖଲ
ଆଞ୍ଚଳିକ

ବାଣପୁର ଓକିଲ ସଂଘ ନିର୍ବାଚନ ପାଇଁ ଶେଷ ହେଲା ପ୍ରାର୍ଥୀପତ୍ର ଦାଖଲ

March 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BanpurAdvocate
ବାଣପୁର ଓକିଲ ସଂଘ ନିର୍ବାଚନ ପାଇଁ ଶେଷ ହେଲା ପ୍ରାର୍ଥୀପତ୍ର ଦାଖଲ

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଓକିଲ ସଂଘ ର ନିର୍ବାଚନ ପାଇଁ ଶେଷ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା। ଆସନ୍ତା ୨୫ ତାରିଖରେ ଓକିଲ ସଂଘ ନିର୍ବାଚନ ହେବାକୁ ଥିବା ବେଳେ ଆଜି ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ଦିବସ ଥିଲା। ତେବେ ସଭାପତି, ସମ୍ପାଦକ ଓ ଉପ ସଭାପତି ପଦବୀ ପାଇଁ ଦୁଇ ଦୁଇ ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ସହ ସମ୍ପାଦକ ଓ କାର୍ଯ୍ୟକାରୀ କମିଟି ସଦସ୍ୟ ପଦବୀ ପାଇଁ ଜଣେ ଲେଖାଏଁ ପ୍ରାର୍ଥୀ ପାର୍ଥୀପତ୍ର ଦାଖଲ କରିଛନ୍ତି।

ସଭାପତି ପଦବୀ ପାଇଁ ବୃନ୍ଦାବନ ପ୍ରଧାନ ଓ ଗୌରୀ ଶଙ୍କର ଷଡ଼ଙ୍ଗୀ , ଉପ ସଭାପତି ପଦବୀ ପାଇଁ ପଦ୍ମଜା ପଟ୍ଟନାୟକ ଓ ରାମଚନ୍ଦ୍ର ପଲେଇ, ସମ୍ପାଦକ ପଦବୀ ପାଇଁ ସୁଧୀର କୁମାର ପ୍ରଧାନ ଓ ଜଗନ୍ନାଥ ଭୋଳ, ସହ ସମ୍ପାଦକ ପଦବୀ ପାଇଁ ନରେନ୍ଦ୍ର ନାୟକ ଏବଂ କାର୍ଯ୍ୟକାରୀ କମିଟି ସଦସ୍ୟ ପଦବୀ ପାଇଁ ଦେବବ୍ରତ ବଡ଼ଜେନା,ପ୍ରଶାନ୍ତ କୁମାର ମହାନ୍ତି ଏବଂ ପ୍ରଦୀପ କୁମାର ସ୍ୱାଇଁ ନାମାଙ୍କନ ପତ୍ର ଦାଖଲ କରିଥିବାର ସୂଚନା ଦେଇଛନ୍ତି ନିର୍ବାଚନ ଅଧିକାରୀ ଜଗଦୀଶ ପଟ୍ଟନାୟକ।

ତେବେ ନାମାଙ୍କନ ପତ୍ର ଯାଞ୍ଚ ପ୍ରକ୍ରିୟା ମାର୍ଚ୍ଚ ୧୦ ତାରିଖରେ ଥିବା ବେଳେ ନାମାଙ୍କନ ପତ୍ର ପ୍ରତ୍ୟାହାର ୧୨ ତାରିଖ ଏବଂ ପ୍ରତିଦ୍ବନ୍ଦୀଙ୍କ ନାମ ୧୩ ତାରିଖରେ ପ୍ରକାଶ ପାଇବ ବୋଲି ଜଣାପଡିଛି।

ବାଣପୁର ବାଣପୁର ଓକିଲ ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026

ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ବିରଳ ଯୋଡାମୁଣ୍ଡ ଶିଶୁ ଜନ୍ମ

October 14, 2026

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, ଜୟପୁରରେ ଜରୁରୀ ଅବତରଣ

October 14, 2026

ପାଲଘରରେ ଭୟାବହ ଅଗ୍ନିକାଣ୍ଡ: ଦୁଇ ମହିଳା ମୃତ, ୬ ଗୁରୁତର

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.