Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ବେଟି ବଚାଅ ବେଟି ବେଟି ପଢ଼ାଓ ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ରଣପୁର: ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ବେଟି ବଚାଅ ବେଟି ବେଟି ପଢ଼ାଓ ସଚେତନତା କାର୍ଯ୍ୟକ୍ରମ

March 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ବ୍ଲକର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ବେଟି ବଚାଓ ବେଟି ପଢ଼ାଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପଟିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ କଳ୍ପନା କୁମାରୀ ଜେନାଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରଶିକ୍ଷକ ଭାବରେ ବରିଷ୍ଠ ଶିକ୍ଷକ ଜ୍ୟୋତି ରଞ୍ଜନ ଦାଶ ଯୋଗ ଦେଇଥିଲେ। ସେହିପରି ପିମ୍ପଲ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସେଠିଙ୍କୁ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଶିକ୍ଷକ ଭାବେ ଅବସର ପ୍ରାପ୍ତ ଶିକ୍ଷକ ବିରଞ୍ଚି ରଣା ଯୋଗ ଦେଇ କାର୍ଯ୍ୟକ୍ରମ ସମ୍ବନ୍ଧରେ ଛାତ୍ରଛାତ୍ରୀ ଓ ଉପସ୍ଥିତ ଥିବା ଲୋକମାନଙ୍କୁ ବୁଝାଇ ଥିଲେ।

ବିଭିନ୍ନ ବିଦ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ଓ ଗ୍ରାମବାସୀମାନେ ଯୋଗ ଦେଇଥିଲେ। ଛାତ୍ର ଛାତ୍ରୀମାନଙ୍କୁ ଉତ୍ସାହିତ କରିବା ପାଇଁ କୁଇଜ୍, ଚିତ୍ରାଙ୍କନ , ରଚନା ଇତ୍ୟାଦି ପ୍ରତିଯୋଗିତା କରାଯାଇ ପ୍ରଥମ, ଦ୍ଵିତୀୟ, ତୃତୀୟ ସ୍ଥାନ ଗ୍ରହଣ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।

ରଣପୁର ବ୍ଲକ୍ ରେ ୧୬ ଟି ବିଦ୍ୟାଳୟ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଶିକ୍ଷକ ଭାବରେ ପ୍ରଫୁଲ୍ଲ କୁମାର ବିଶ୍ବାଳ, ଅଜୟ କୁମାର ସାହୁ, ବିଜୟ କୁମାର ନାୟକ, ସୁରେଶ ଚନ୍ଦ୍ର ଶତପଥୀ, ବଂଶୀଧର ପ୍ରଧାନ, ବିରୁପାକ୍ଷ ମହାପାତ୍ର, ଅଜୟ କୁମାର ପ୍ରଧାନ, ଅଶୋକ କୁମାର ବେହେରା, କୈଳାଶ ଚନ୍ଦ୍ର ମାଝୀ, ନରେନ୍ଦ୍ର କୁମାର ବେହେରା, ଦୁର୍ଯ୍ୟଧନ ବେହେରା, ପ୍ରଭୁତି ଯୋଗଦାନ କରିଥଲେ।

ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.