Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା
ଆଞ୍ଚଳିକ

ବାଣପୁର: ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

March 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର:- ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ସାରା ରାଜ୍ୟରେ ଆଜି ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା ବେଳେ ଅନୁରୂପ ଭାବେ ବାଣପୁର ବ୍ଲକରେ ମଧ୍ୟ ଆରମ୍ଭ ହୋଇଛି।  ବିଗତ ଦିନରେ କରୋନା ପାଇଁ ଶିକ୍ଷା ବିଭାଗ ବହୁ ବାଧା ବିଘ୍ନରେ ପରୀକ୍ଷା ପରିଚାଳିତ କରିଥିବା ବେଳେ ଚଳିତ ବର୍ଷ କଟକଣା ମୁକ୍ତ ହୋଇ ପରୀକ୍ଷା ଆରମ୍ଭ ହୋଇଛି।  ଯାହାଫଳରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି।

ପରୀକ୍ଷା ସକାଳ ୮ ଟାରୁ ଆରମ୍ଭ ହୋଇ ୧୦ ଘଟିକାରେ ଶେଷ ହୋଇଛି। ବାଣପୁର ଗୋଦାବରୀଶ ବିଦ୍ୟାପୀଠ ନୋଡାଲ ସେଣ୍ଟର ହୋଇଥିବା ବେଳେ ଏହା ଅଧୀନରେ ବାଣପୁର ବ୍ଲକର ୮ ଟି ସ୍କୁଲ ପରିଚାଳିତ ହେଉଅଛି। ସମୁଦାୟ ୮ ଟି ସ୍କୁଲର ୧୮୩୩ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିବା ବେଳେ ସେଥି ମଧ୍ୟରୁ ୧୮୦୬ ଜଣ ପରୀକ୍ଷା ଦେଇଛନ୍ତି ଓ ୨୭ ଜଣ ପରୀକ୍ଷା ଦେଇନାହାନ୍ତି ବୋଲି ଶିକ୍ଷା ଅଧିକାରୀ ସନାତନ ଜାଲି ପ୍ରକାଶ କରିଛନ୍ତି।

ପ୍ରଶ୍ନପତ୍ର ପ୍ରଘଟ ପାଇଁ ବୋର୍ଡ଼ ନିଷ୍ପତି ଅନୁସାରେ ସମସ୍ତ ପ୍ରକାର ବନ୍ଦୋବ୍ୟସ୍ତ କରାଯାଇଥିବା ଶ୍ରୀଯୁକ୍ତ ଜାଲି ପ୍ରକାଶ କରି କହିଛନ୍ତି ଯେ, ନୋଡାଲ ସ୍କୁଲ ଗୋଦାବରୀଶ ବିଦ୍ୟାପୀଠରେ ପରୀକ୍ଷା ପର୍ଯ୍ୟବେକ୍ଷକ ଓ ପୋଲିସ ଉପସ୍ଥିତିରେ ପ୍ରଶ୍ନପତ୍ର ଓ ଖାତାଗୁଡିକ ପରୀକ୍ଷା ପୂର୍ବରୁ ପହଂଚିବାର ବ୍ୟବସ୍ଥା ଜିଲ୍ଲା ପ୍ରଶାସନ ତରଫରୁ କରାଯାଇଛି। ତତ ସହିତ ପରୀକ୍ଷା ହଲକୁ ମୋବାଇଲ ଯିବା ସମ୍ପୂର୍ଣ୍ଣ ଭାବେ ବାରଣ କରାଯଇଅଛି। ନକଲ ରୋକିବା ପାଇଁ ସ୍କ୍ୱାର୍ଡ ମଧ୍ୟ ଗଠନ କରାଯାଇଛି।

ଗୋଦାବରୀଶ ବିଦ୍ୟାପୀଠ ବାଣପୁର ମାଟ୍ରିକ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.