Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁର: ନିଖୋଜ ଯୁବକର ଶବ ଉଦ୍ଧାର
ଆଞ୍ଚଳିକ

ବ୍ରହ୍ମପୁର: ନିଖୋଜ ଯୁବକର ଶବ ଉଦ୍ଧାର

March 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବେଲଗୁଣ୍ଠା ବ୍ଳକ ଅନ୍ତର୍ଗତ ଶାସନ ଗ୍ରାମ ପଞ୍ଚାୟତ ଲୁଣିପଡା ଶାସନ ଗ୍ରାମର ରବିନ୍ଦ୍ର ଗୌଡ଼ଙ୍କ ପୁଅ ସୁନୀଲ ଗୌଡ଼ ନିଖୋଜ ହୋଇଥିବା ଥାନାରେ ଅଭିଯୋଗ ହୋଇଥିଲା। ପିତାଙ୍କ ଅଭିଯୋଗ ଗ୍ରହଣ କରି ପୋଲିସ ଅନୁସନ୍ଧାନ ଚଳାଇଥିବା ବେଳେ ଗ୍ରାମର ଜଣେ ଗାଇ ଚରାଳି ଗ୍ରାମ ନିକଟସ୍ଥ ନୁଆଁ ନାଳ କେନାଲ ପାଖରେ ଏକ ଶବ ପଡିଥିବାର ଦେଖି ଗ୍ରାମରେ ଜଣାଇଥିଲେ। ଗ୍ରାମବାସୀ ଯାଇ ଦେଖିଲେ ଯେ, ଉକ୍ତ ଶବ ସୁନୀଲର ଓ ଗାଙ୍ଗପୁର ଥାନାକୁ ଖବର କରିବା ପରେ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ ଓ ଅନ୍ୟାନ୍ୟ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଂଚି ମୃତ ଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ନିଖୋଜ ଯୁବକ ବ୍ରହ୍ମପୁର ଶବ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.