Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: କ୍ରମାଗତ ଦ୍ଵିତୀୟ ଦିନ ଚଢାଉ କଲା ଅବକାରୀ ବିଭାଗ, ତିନି ଗିରଫ
ଆଞ୍ଚଳିକ

ଚିଲିକା: କ୍ରମାଗତ ଦ୍ଵିତୀୟ ଦିନ ଚଢାଉ କଲା ଅବକାରୀ ବିଭାଗ, ତିନି ଗିରଫ

March 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ/ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ କ୍ରମାଗତ ଭାବେ ଦ୍ଵିତୀୟ ଦିନରେ ବାଲୁଗାଁ ଏବଂ ଟାଙ୍ଗୀ ଥାନା ଅଞ୍ଚଳରେ ଚଢ଼ାଉ କରାଯାଇଛି। ଚଢ଼ାଉରେ ଦେଶୀ ବିଦେଶୀ ମଦ ଜବତ ହୋଇଥିବା ବେଳେ ତିନି ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି।

ବାଲୁଗାଁ ଥାନା ଅନ୍ତର୍ଗତ ବଡ଼କୁଳ ଅଞ୍ଚଳରୁ ୭୫ ଲିଟର ଦେଶୀ ମଦ ଏବଂ ୮.୪୬ ଲିଟର ବିଦେଶୀ ମଦ ଜବତ ହୋଇଥିବା ବେଳେ ଟାଙ୍ଗୀ ଥାନା ସୋରଣ ଅଞ୍ଚଳରୁ ୧୬ ଲିଟର ଆସ୍କା ଫର୍ଟି ମଦ ଜବତ ହୋଇଛି।

ଅଭିଯୁକ୍ତ ସନ୍ତୋଷ ସ୍ୱାଇଁ (୩୭), ଧୋୟା ବେହେରା (୬୭) ଏବଂ କିଶୋର ସାହୁ (୫୨) ଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି।

ଉକ୍ତ ଚଢ଼ାଉରେ ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନ, ବାଲୁଗାଁ ଅବକାରୀ ଅଧିକାରୀ ରୋହିତ ଦଣ୍ଡସେନା, ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଏସଆଇ ବି.ମନୋଜ କୁମାର ଏଏସଆଇ ବିଶ୍ୱମ୍ବର ବିଶ୍ୱାଳ ଏବଂ ଅନ୍ୟ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ।

ଅବକାରୀ ବିଭାଗ ଟାଙ୍ଗୀ ତିନି ଗିରଫ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

କଳା ବଜାର ଏବଂ ଭଣ୍ଡାରଣ ବିରୁଦ୍ଧରେ କାର୍ଯ୍ୟକାରୀ ଅଭିଯାନ ଜାରି

March 28, 2026

ଯୁବତୀଙ୍କୁ ଦୁଷ୍କର୍ମ ଘଟଣା: ଭଣ୍ଡ ବାବାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

March 28, 2026

ରାୟଗଡ଼ା ଏବଂ ଖୋର୍ଦ୍ଧା ଜିଲ୍ଲାରେ ଦୁଇଟି ମେଗା ଫୁଡ ପାର୍କ ସ୍ଥାପନ କେନ୍ଦ୍ର ସରକାରଙ୍କ ମଞ୍ଜୁରି

March 28, 2026

ଆଜି ମାର୍ଚ୍ଚ ୨୮ ତାରିଖ ଶନିବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 28, 2026

ତାଳଚେର ଷ୍ଟେସନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.