Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବାଇପାସରେ କାରକୁ ଧକ୍କା ଦେଲା ଟ୍ରକ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ଆଞ୍ଚଳିକ

ବାଣପୁର ବାଇପାସରେ କାରକୁ ଧକ୍କା ଦେଲା ଟ୍ରକ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

March 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବାଣପୁର ବାଇପାସରେ ଆଜି ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି। ଖବର ମୁତାବକ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ କାରଟି ସଂନ୍ଧ୍ୟାରେ ବାଣପୁର-ବାଲୁଗାଁ ବାଇପାସ ନିକଟରେ ସମ୍ମୁଖରେ ଯାଉଥିବା ଏକ ଟ୍ରକକୁ ଓଭରଟେକ କରିବା ପାଇଁ ଚେଷ୍ଟା କରୁଥିବା ବେଳେ ଟ୍ରକଟି କାରକୁ ସାଇଡ ମାରିଥିଲା। ଫଳରେ କାର ଟି ଭାରସାମ୍ୟ ହରାଇ ଡିଭାଇଡର ଉପରେ ମାଡି ଯାଇଥିଲା। ସୌଭାଗ୍ୟବଶତଃ କାରରେ ଉପସ୍ଥିତ ଥିବା ଯାତ୍ରୀଙ୍କ କୌଣସି କ୍ଷୟକ୍ଷତି ହୋଇନଥିବା ବେଳେ ବାଣପୁର ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡିକୁ ଅଟକାଇ ତଦନ୍ତ ଜାରି ରଖିଛି।

ବାଣପୁର ବାଇପାସ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ମୃତ ଓ ଆହତ ବ୍ୟକ୍ତିଙ୍କ ପରିବାରଙ୍କୁ ଚେକ୍ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ

May 8, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ

May 5, 2026
Latest News

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.