Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସମାଜସେବୀ ଦୋଳଗୋବିନ୍ଦ ବଳିୟାରସିଂହଙ୍କ ପରଲୋକ
ଆଞ୍ଚଳିକ

ବାଣପୁର: ସମାଜସେବୀ ଦୋଳଗୋବିନ୍ଦ ବଳିୟାରସିଂହଙ୍କ ପରଲୋକ

March 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ବାଣପୁର ଅଞ୍ଚଳର ଜଣେ ପରୋପକାରୀ ଓ ରାଜନେତା ଭାବେ ଜଣାଶୁଣା ଦୋଳଗୋବିନ୍ଦ ବଳିୟାରସିଂହଙ୍କ ପରଲୋକ ଘଟିଯାଇଛି। ଶ୍ରୀଯୁକ୍ତ ବଳିୟାରସିଂହ ବାଣପୁର ନରେନ୍ଦ୍ରପୁର ଗ୍ରାମ ପଞ୍ଚାୟତର ନରେନ୍ଦ୍ରପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ। ସେ ଟେକ୍ସଟାଇଲ ଇଞ୍ଜିନିଅର ଭାବରେ ଜୀବିକା ଆରମ୍ଭ କରିଥିବାବେଳେ ଚାକିରୀ ଛାଡି ବିଶ୍ଵଭୂଷଣ ହରିଚନ୍ଦନଙ୍କର କାର୍ଯ୍ୟରେ ଅନୁପ୍ରାଣିତ ହୋଇ ରାଜନୈତିକ ଜୀବନ ଆରମ୍ଭ କରିଥିଲେ।

ବିଶ୍ୱଭୂଷଣ ହରିଚନ୍ଦନଙ୍କର ଚିଲିକା ନିର୍ବାଚନ ମଣ୍ଡଳୀରେ ମୁଖ୍ୟଲୋକ ଭାବରେ କାର୍ଯ୍ୟ କରୁଥିଲେ। ବିଶ୍ୱ ଭୂଷଣ ହରିଚନ୍ଦନ ଜନତା ଦଳରେ ଥିବାବେଳେ ସେ ଜନତା ଦଳର ଚିଲିକା ନିର୍ବାଚନ ମଣ୍ଡଳୀର ସଭାପତି ଭାବରେ ମଧ୍ୟ କାର୍ଯ୍ୟରତ ଥିଲେ। ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଭାବରେ ଚିଲିକା ନିର୍ବାଚନ ମଣ୍ଡଳୀରୁ ଦୁଇଥର ନିର୍ବାଚନରେ ପ୍ରତିଦ୍ବନ୍ଦିତା କରି ପରାଜିତ ହୋଇଥିଲେ। ସେ ବାଣପୁର ଅଞ୍ଚଳରେ ବହୁ ଗରିବ ଲୋକଙ୍କର ବ୍ଲକ ଓ ତହସିଲରେ ପଡିରହିଥିବା କାର୍ଯ୍ୟକୁ ସୁରୁଖୁରୁରେ କରିବାରେ ସସିଦ୍ଧହସ୍ତ ଥିଲେ।

ତେବେ ସେ ୮୫ ବର୍ଷ ବୟସରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ନରେନ୍ଦ୍ରପୁର ପରଲୋକ ବାଣପୁର ସମାଜସେବୀ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026

ଚିଲିକା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

September 21, 2026

ପୋଖରୀ ପାଣିରେ ବୁଡ଼ି ନାବାଳିକାର ମୃତ୍ୟୁ

September 21, 2026

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026
Latest News

ଅଳ୍ପକେ ପରାଜୟରୁ ବଞ୍ଚିଲା ଭାରତ: ଶେଷ ଓଭରରେ ଜାପାନ ଠାରୁ ଜିତିଲା ଟିମ୍ ଇଣ୍ଡିଆ

September 22, 2026

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

September 22, 2026

ବିହାର: ଭୂମିହୀନ ପରିବାର ପାଇଁ ଜମି, ଆଜିଠାରୁ ପଞ୍ଚାୟତରେ ସ୍ୱତନ୍ତ୍ର ଶିବିର

September 22, 2026

ଏସୀୟ କ୍ରୀଡ଼ାରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଦଳ, ଭରତ ପାଇଁ ଜିତିଲା ପ୍ରଥମ ସ୍ୱର୍ଣ୍ଣ

September 22, 2026

ନାଗରିକତା ବିନା ଭୋଟ କିପରି: ସୋନିଆ ଗାନ୍ଧୀଙ୍କ ଉପରେ ବଡ଼ ଆକ୍ରମଣ କଲା ବିଜେପି

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.