Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଐତିହାସିକ ପଞ୍ଚୁଦୋଳ ପଡିଆରେ ବିଜେପି ତରଫରୁ ସ୍ୱଚ୍ଛଭାରତ ଅଭିଯାନ
ଆଞ୍ଚଳିକ

ଐତିହାସିକ ପଞ୍ଚୁଦୋଳ ପଡିଆରେ ବିଜେପି ତରଫରୁ ସ୍ୱଚ୍ଛଭାରତ ଅଭିଯାନ

March 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଐତିହାସିକ ପଞ୍ଚୁଦୋଳ ଦେଖିବା ପାଇଁ ପଲଟଣ ପଡିଆ ଠାରେ ଲକ୍ଷାଧିକ ଜନ ସମାବେଶ ହୋଇଥିଲା। ଯାହାଫଳରେ ପଡିଆ ଭିତରେ ବହୁ ଆବର୍ଜନା ପଡି ପୁତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଥିଲା। ଏହାକୁ ସଫା କରିବାକୁ ଅଣ୍ଟା ଭିଡ଼ିଥିଲା ବାଣପୁର ବିଜେପି।

ଆଜି ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ବିଜେପିର ବହୁ କର୍ମୀ ଏହି ସ୍ୱଚ୍ଛତା ଅଭିଯାନରେ ସାମିଲ ହୋଇ ପଞ୍ଚୁଦୋଳ ପଡିଆକୁ ସଫା କରିଥିଲେ। ଉକ୍ତ ସ୍ୱଚ୍ଛତା ଅଭିଯାନରେ ବାଣପୁର ମଣ୍ଡଳ ସଭାପତି ଭଗବାନ ପ୍ରଧାନ, ବିରିଜାଈ ମଣ୍ଡଳ ସଭାପତି ଜିତେନ୍ଦ୍ର ଭୋଳ, ବାଣପୁର ଯୁବମୋର୍ଚ୍ଚା ସଭାପତି ଅମିତାଭ ପଟ୍ଟଯୋଶୀ, ସୁଧୀର କୁମାର ପାତ୍ର, ବିଜେପିର ସମସ୍ତ କାଉନସିଲ ଏବଂ ବିଜେପିର ବହୁକର୍ମୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକୁ ଜନସାଧାରଣମାନେ ପ୍ରଶଂସା କରିଛନ୍ତି।

ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.