Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶିକ୍ଷା ଅଧିକାର ଆଇନ କାର୍ଯ୍ୟକାରିତା ନେଇ ବାଣପୁର ଏନଏସି ରେ ସଚେତନ ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ଶିକ୍ଷା ଅଧିକାର ଆଇନ କାର୍ଯ୍ୟକାରିତା ନେଇ ବାଣପୁର ଏନଏସି ରେ ସଚେତନ ବୈଠକ ଅନୁଷ୍ଠିତ

March 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଶିକ୍ଷା ଅଧିକାର ଆଇନ କାର୍ଯ୍ୟକାରିତା ନେଇ ବାଣପୁର ବିଜ୍ଞାପିତ ଅଂଚଳ ପରିଷଦରେ ଏକ ସଚେତନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜ୍ଞାପିତ ଅଂଚଳ ପରିଷଦର ଅଧ୍ୟକ୍ଷ ମିଟୁ ନାୟକଙ୍କ ଅଧ୍ୟକ୍ଷତାରେ ବିଜ୍ଞାପିତ ଅଂଚଳ ପରିଷଦ ବୈଠକ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡିଶା ଅଭିଭାବକ ମହାସଂଘର ଅଧ୍ୟକ୍ଷ ବାସୁଦେବ ଭଟ୍ଟ ଯୋଗଦେଇ ଶିକ୍ଷା ଅଧିକାର ଆଇନ ଅନୁସାରେ ୨୫% ସିଟରେ ସମସ୍ତ ବେସରକାରୀ ବିଦ୍ୟାଳୟରେ ଆର୍ଥିକ ଅନଗ୍ରସର ଓ ଅନ୍ୟାନ ବର୍ଗର ଛାତ୍ରଛାତ୍ରୀ ମାନେ କିପରି ସହଜରେ ପଢିବେ ସେ ଉପରେ ସମସ୍ତ ନିୟମ ପ୍ରଦାନ କରିଥିଲେ।

ବ୍ୟବସ୍ଥା ଅନୁସାରେ ୩ ବର୍ଷରୁ ୭ ବର୍ଷ ବୟସ ପର୍ଯ୍ୟନ୍ତ ପିଲାମନେ ନର୍ସରୀରୁ କ୍ଲାସ ୧ ପର୍ଯ୍ୟନ୍ତ ସଂପୂର୍ଣ୍ଣ ମାଗଣା ପାଠ ପଢ଼ିପାରିବେ। ଅଭିଭାବକମାନେ ରାସନ କାର୍ଡ, ଲେବର କାର୍ଡ କିମ୍ବା ଇନକମ ସାର୍ଟିଫିକେଟ ସହିତ rteparadarshi.odisha.gov.in ରେ ନିଜର ରେଜିଷ୍ଟ୍ରେସନ କରି ନାମ ଲେଖିପାରିବେ।

ବାଣପୁର ବିଜ୍ଞାପିତ ଅଂଚଳ ପରିଷଦର ସମସ୍ତ କାଉନସିଲ ଏବଂ ଅଙ୍ଗନବାଡି କର୍ମୀ, ସ୍ଵଚ୍ଛ କର୍ମି ଯୋଗ ଦେଇଥିଲେ। ଏହାକୁ କାର୍ଯ୍ୟକାରୀ କରିବାକୁ ଆଗେଇଆସିଥିଲେ। ଏଥିରେ ଚି଼ଲ୍ଲୀକା ବ୍ଲକ ସଂଯୋଜକ ବିକ୍ରମ ବିଶୋଇ, ଟାଙ୍ଗି ବ୍ଲକ ସଂଯୋଜକ ବିଜୟ ପ୍ରଧାନ ଏବଂ ବାଣପୁର ବ୍ଲକ ଓ ଏନ ଏ ସି ସଂଯୋଜକ ସ୍ଵର୍ଣ୍ଣଲତା ଖୁଣ୍ଟିଆ ଉପସ୍ଥିତ ଥିଲେ। ଆଗାମୀ ଦିନରେ ଆଡିମିସନ କରିବା ଏବଂ ଏହି ବିଷୟରେ ଅଧିକ ଜାଣିବା ପାଇଁ ବାଣପୁର ସଂଯୋଜକ ସ୍ଵର୍ଣ୍ଣଲତା ଖୁଣ୍ଟିଆଙ୍କ +୯୧ ୮୦୭ ୩୬୧ ୪୭୬୨ ନମ୍ବରରେ ଯୋଗାଯୋଗ କରିବାକୁ କୁହାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026

ସାରା ଦେଶରେ ସୁବିଧାଜନକ ଉପମାର୍ଗ ନିର୍ମାଣ ପାଇଁ ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶ

March 26, 2026

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.