Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ: କାର ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ତିନି ଆହତ
ଆଞ୍ଚଳିକ

ନାଚୁଣୀ: କାର ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ତିନି ଆହତ

March 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ୧୬ ନମ୍ବର ଜାତୀୟ ରାଜପଥ କଉଡ଼ିଖଣି ଛକରେ ଗତକାଲି ବିଳମ୍ବିତ ରାତ୍ରିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ତିନି ଜଣ ଆହତ ହୋଇଛନ୍ତି।

ସୂଚନା ମୁତାବକ ଖୋର୍ଦ୍ଧାରୁ ଏକ ସିମେଣ୍ଟ ବୋଝେଇ ଟ୍ରକ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ, ଅନୁରୂପ ଭାବେ ତାମିଲନାଡୁରୁ ପୁରୀ ଅଭିମୁଖେ ଯାଉଥିବା ଏକ କାରଟି ନାଚୁଣୀ କଉଡ଼ିଖଣି ଛକରେ ମୁହାଁମୁଁହିଁ ଧକ୍କା ହୋଇଥିଲା। ଫଳରେ କାରରେ ଥିବା ତିନି ଜଣ ବ୍ୟକ୍ତି ଆହତ ହୋଇଥିଲେ। ଆହତଙ୍କୁ ସ୍ଥାନୀୟ ଜନସାଧାରଣ ମେଡିକାଲ ପଠାଇଥିବାବେଳେ ଘଟଣାସ୍ଥଳରେ ନାଚୁଣୀ ପୋଲିସ ପହଞ୍ଚି ଉଭୟ ଗାଡ଼ି ଜବତ କରି ତଦନ୍ତ ଜାରି ରଖିଛି।

ତିନି ଆହତ ନାଚୁଣୀ ମୁହାଁମୁହିଁ ଧକ୍କା ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ସଡ଼କ ଦୁର୍ଘଟଣାରେ ମୃତ ଓ ଆହତ ବ୍ୟକ୍ତିଙ୍କ ପରିବାରଙ୍କୁ ଚେକ୍ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ

May 8, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026
Latest News

ଫିଟ୍ ରହିବା ଏବଂ ସୁସ୍ଥ ଶରୀର ପାଇଁ ଖାଆନ୍ତୁ କଦଳୀ, ଜାଣନ୍ତୁ ଏହାର ଫାଇଦା

May 21, 2026

ମଇ ୨୧ତାରିଖ ଗୁରୁବାରରେ ଏହି ସାତୋଟି ରାଶି ପାଇଁ ରହିଛି ସତର୍କ ସୂଚନା, ରୁହନ୍ତୁ ସାବଧାନ

May 21, 2026

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.