Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: କୂଅରେ ପଡ଼ି ଜଙ୍ଗଲୀ ବାରହା ମୃତ
ଆଞ୍ଚଳିକ

ଟାଙ୍ଗୀ: କୂଅରେ ପଡ଼ି ଜଙ୍ଗଲୀ ବାରହା ମୃତ

March 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ରେଞ୍ଜରେ ବାରହା ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ଦୁଇ ବର୍ଷ ମଧ୍ୟରେ ୧୦ଟି ଜଙ୍ଗଲୀ ବାରହା ଅକାଳରେ ମୃତ୍ୟୁବରଣ କରିଥିବା ଖବର ରହିଛି। କେତେବେଳେ ଶୀକାରୀଙ୍କ ହାତରେ ଜୀବନ ଯାଉଛି ତ କେତେବେଳେ କୂଅରେ ପଡି ବାରହା ମୃତ୍ୟୁ ବରଣ କରୁଛି।

ଆଜି ମଧ୍ୟ ଏକ ବାରହାର ଜୀବନ ଚାଲିଯାଇଛି। ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଞ୍ଜ ରତନପୁର ପଞ୍ଚାୟତ ବଧୀ ସାହିର ଦାସରଥି ବେହେରାଙ୍କ କୂଅରେ ପଡିଥିବା ବାରହା ପଡିଥିବା ଲୋକେ ଦେଖିବାକୁ ପାଇଥିଲେ। ସ୍ଥାନୀୟ ଲୋକେ ବାରହା କୂଅରେ ପଡ଼ିଥିବା ଜାଣିବା ପରେ ଟାଙ୍ଗୀ ଅଗ୍ନିଶମ ବିଭାଗକୁ ଜଣାଇଥିଲେ।

ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବାରହା ଟିକୁ ଉଦ୍ଧାର କରିଥିଲେ। ମୃତ ବାରହାର ବୟସ ୧୪ ରୁ ୧୫ବର୍ଷ ହେବ। ବାରହାଟି ପୁରୁଷ ବାରହା ବୋଲି ପରୀକ୍ଷା ନୀରିକ୍ଷା ପରେ ଜଣା ପଡିଛି। ଉଦ୍ଧାର ବାରହାକୁ ଟାଙ୍ଗୀ ପ୍ରାଣୀ ବିଭାଗ ମୃତ ଘୋଷଣା କରିଛି।

ଟାଙ୍ଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.