Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ବୈଷୟିକ କମ୍ପୁଟର ଶିକ୍ଷା ସଚେତନତା ରଥର ଶୁଭାରମ୍ଭ
ଆଞ୍ଚଳିକ

ବାଣପୁରରେ ବୈଷୟିକ କମ୍ପୁଟର ଶିକ୍ଷା ସଚେତନତା ରଥର ଶୁଭାରମ୍ଭ

March 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Banpur
ବାଣପୁରରେ ବୈଷୟିକ କମ୍ପୁଟର ଶିକ୍ଷା ସଚେତନତା ରଥର ଶୁଭାରମ୍ଭ

ସୀତାରାମ ଅଗ୍ରୱାଲ

ବାଣପୁର : ରାଜ୍ୟ ସରକାର ବୈଷୟିକ ଶିକ୍ଷାକୁ ଗୁରୁତ୍ୱ ଦେଉଥିବା ଏବଂ ଆଜିର ଯୁବପିଢ଼ି ବୈଷୟିକ ଶିକ୍ଷାକୁ ପ୍ରାଧାନ୍ୟ ଦେଉଥିବା ବେଳେ ରାଜ୍ୟର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଓଜେସିଏଲ ଆନୁକୂଲ୍ୟରେ ପ୍ରତି ବ୍ଲକରେ ବୈଷୟିକ କମ୍ପୁଟର ଶିକ୍ଷା ସଚେତନତା ପରିଭ୍ରମଣ ରଥର ଶୁଭାରମ୍ଭ କରାଯାଇଛି।

ଏହି ପରିପ୍ରେକ୍ଷୀରେ ରବିବାର ପୂର୍ବାହ୍ନରେ ବାଣପୁର ଗାଲୁଆ ଛକ ଠାରେ ଥିବା କମ୍ପୁଟର ଷ୍ଟଡି ସେଣ୍ଟର ଆନୁକୂଲ୍ୟରେ ସଚେତନତା ରଥ ପହଂଚିବା ପରେ ତାହାକୁ ଅନୁଷ୍ଠାନିକ ଭାବରେ ଉଦଘାଟନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ଖୋର୍ଦ୍ଧା ଜିଲ୍ଲା ଉପସଭାପତି ଗୋପୀନାଥ ମହାରଣା ଏବଂ ସମ୍ନାନିତ ଅତିଥି ଭାବରେ ସମାଜ ସାମ୍ବାଦିକ ଅଶୋକ କୁମାର ଜେନା, ଜୋନ ଆମ୍ବୁଲାନ୍ସ ଆଜୀବନ ସଦସ୍ୟ ତଥା ସମାଜ ସେବୀ ଅନନ୍ତ ଚରଣ ଖଟେଇ ଯୋଗଦେଇ ରଥକୁ ଆନୁଷ୍ଠାନିକ ଭାବରେ ପତାକା ଦେଖାଇ ଉଦଘାଟନ କରିଥିଲେ।

ଶିକ୍ଷାନୁଷ୍ଠାନର ସଂଯୋଜକ ପ୍ରଶାନ୍ତ କୁମାର ମହାପାତ୍ର, ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ମାନେ ରଥକୁ ସ୍ୱାଗତ କରିବା ସହ ଅତିଥି ମାନଙ୍କୁ ପୁଷ୍ପଗୁଛ ଦେଇ ସ୍ୱାଗତ କରିଥିଲେ। ଏହି କମ୍ପୁଟର ଶିକ୍ଷାକ୍ଷେତ୍ରରେ ଛାତ୍ରଛାତ୍ରୀ ମାନେ ରାଜ୍ୟ ସରକାରଙ୍କ ଦ୍ୱାରା ବୈଷୟିକ ଶିକ୍ଷା ମୁକ୍ତ ବିଶ୍ୱବିଦ୍ୟାଳୟ ଦ୍ୱାରା ସ୍ୱୀକୃତି ପ୍ରମାଣ ପତ୍ର ହାସଲ କରିବାର ସୁବିଧା ଉପଲବ୍ଧ ଥିବାରୁ ଅଧିକରୁ ଅଧିକ ଛାତ୍ରଛାତ୍ରୀ ଏହି ଅନୁଷ୍ଠାନରେ ନାମ ଲେଖାଇବାକୁ ସଂଯୋଜକ ପ୍ରଶାନ୍ତ କୁମାର ମହାପାତ୍ର ଏବଂ ସମସ୍ତ ଅତିଥି ମାନେ ଅନୁରୋଧ କରିଛନ୍ତି।

ଗୋପୀନାଥ ମହାରଣା
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ସେଚେଲ୍ସ ରାଷ୍ଟ୍ରପତିଙ୍କୁ ପ୍ରଧାନମନ୍ତ୍ରୀଙ୍କ ମୁରାଦାବାଦୀ ପିତ୍ତଳ କଇଁଛ ଉପହାର

June 30, 2026

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026

ରଣପୁର: ଅଣସରରେ ଆଜିଠୁ ପଟି ଦିଅଁ ଦର୍ଶନ, କୋଟି ଜନ୍ମର ପୁଣ୍ୟ ପାଇଁ ଭକ୍ତଙ୍କ ଭିଡ଼

June 30, 2026

ଗୋନ୍ଦିଆ ଜଙ୍କସନ ଏବଂ ପୁରୀ ମଧ୍ୟରେ ରଥଯାତ୍ରା ସ୍ପେଶାଲ ଟ୍ରେନ୍ ଚଳାଚଳ

June 30, 2026

ଆସନ୍ତାକାଲିଠାରୁ ବଦଳିବ ଏହି ପାଞ୍ଚଟି ନିୟମ: ଲୋକଙ୍କ ପକେଟକୁ କରିବ ପ୍ରଭାବିତ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.