Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଟିଡ଼ିସି ବଡ଼କୁଳ ପାନ୍ଥନିବାସ ପାଳିଲା ପଖାଳ ଦିବସ
ଆଞ୍ଚଳିକ

ଓଟିଡ଼ିସି ବଡ଼କୁଳ ପାନ୍ଥନିବାସ ପାଳିଲା ପଖାଳ ଦିବସ

March 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ହେଉଛି ପଖାଳ ଦିବସ। ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ବଡ଼କୁଳ ପାନ୍ଥନିବାସ ଠାରେ ବହୁ ଆଡମ୍ବରରେ ପଖାଳ ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବଡ଼କୁଳ ପାନ୍ଥନିବାସ କର୍ତ୍ତୃପକ୍ଷ ସବ୍ୟସାଚୀ କରଙ୍କ ଆମନ୍ତ୍ରଣ କ୍ରମେ ଚିଲିକା ତହସିଲଦାର ଦିଲ୍ଲୀପ କୁମାର ଷଡ଼ଙ୍ଗୀ, ସ୍ଥାନୀୟ ଜନ ପ୍ରତିନିଧି ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ।

ନିମନ୍ତ୍ରିତ ଅତିଥିମାନଙ୍କୁ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ ସହିତ ବିଭିନ୍ନ କିଶମର ପ୍ରସ୍ତୁତ ସୁସ୍ୱାଦୁ ଖାଦ୍ୟ ଓଟିଡିସି ପକ୍ଷରୁ ପରସି ଦିଆଯାଇଥିଲା। ଯାହାର ଭରପୁର ମଜା ନେବାସହ ଆଗାମି ଦିନରେ ପଖାଳ ଚାରିଆଡେ ଖ୍ୟାତି ଲାଭ କରିବ ବୋଲି ଅତିଥି ମାନେ ଆଲୋଚନା କରିଥିଲେ।

ଏଥିସହିତ ନିଳାମ୍ବୁ ଚିଲିକା ତୀରେ ଅବସ୍ଥାପିତ ଓଟିଡ଼ିସି ପାନ୍ଥନିବାସ ପ୍ରତିଟି ମୁହୂର୍ତ୍ତରେ ପର୍ଯ୍ୟଟକଙ୍କୁ ଉନ୍ନତମାନର ସେବା ଯୋଗାଇ ସାରା ରାଜ୍ୟରେ ବେଶ ସୁଖ୍ୟାତି ଲାଭ କରିଥିବା ବେଳେ ଆଗକୁ ଖରାର ପ୍ରକୋପ ବୃଦ୍ଧି ପାଉଥିବା ଲକ୍ଷରେ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ ଉପରେ ବିଶେଷ ଗୁରୁତ୍ୱ ଦିଆଯିବା ନେଇ ଓଟିଡିସି କର୍ତ୍ତୃପକ୍ଷ ଶ୍ରୀ କର କହିଛନ୍ତି।

ପଖାଳ ଦିବସ ବଡକୁଳ ପାନ୍ଥନିବାସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Latest News

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.