Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମା’ ଭଗବତୀଙ୍କ ପୀଠରେ ବାସନ୍ତିକ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ
ଆଞ୍ଚଳିକ

ମା’ ଭଗବତୀଙ୍କ ପୀଠରେ ବାସନ୍ତିକ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ

March 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ଆଜି ଠାରୁ ନଅ ଦିନ ବ୍ୟାପି ବାଣପୁରର ଆରାଧ୍ୟ ଦେବୀ ମା’ ଭଗବତୀଙ୍କ ପୀଠରେ ବସନ୍ତ ଋତୁର ନବରାତ୍ରି ଉପଲକ୍ଷେ ବାସନ୍ତିକ ବିଶ୍ଵଶାନ୍ତି ମହାଯଜ୍ଞ ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ମା’ଙ୍କ ପୀଠରେ ଉକ୍ତ ଯଜ୍ଞ ଅନୁଷ୍ଠିତ ହେଉଥିବା ବେଳେ ଆଜି କଳସ ଯାତ୍ରାରେ ବହୁ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ।

ବାଣପୁରର ସମସ୍ତ ଜନସାଧାରଣଙ୍କ ସହଯୋଗରେ ମହାଯଜ୍ଞ ଅନୁଷ୍ଠିତ ହେଉଥିବା ବେଳେ ସକାଳୁ ଶ୍ରଦ୍ଧାଳୁମାନେ ଶ୍ରୀ ଶ୍ରୀ ଦକ୍ଷେଶ୍ୱରଙ୍କ ମନ୍ଦିର ପୁଷ୍କରିଣୀରୁ ରୁ କଳସରେ ଜଳ ଆଣି ବାଣପୁର ପରିକ୍ରମା କରି ମା’ ଭଗବତୀଙ୍କ ମନ୍ଦିରରେ ପହଂଚିଥିଲେ। ଫଳରେ ମା’ ଙ୍କ ପୀଠରେ ଏକ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା।

ଚାର୍ଟାର୍ଡ ​​ଆକାଉଣ୍ଟାଣ୍ଟ ମନୋଜ ଅଗ୍ରୱାଲ ଏବଂ ବରିଷ୍ଠ ଆଇନଜିବି ଶ୍ୟାମ ସୁନ୍ଦର ମିଶ୍ର ଉକ୍ତ ଯଜ୍ଞର କର୍ତ୍ତା ଭାବରେ ଉପବିଶନ ହୋଇଛନ୍ତି।

ପ୍ରକାଶଥାଉକି ଯଜ୍ଞର ବିଧିବିଧାନ ଅନୁଯାୟୀ ମଙ୍ଗଳବାର ଅଙ୍କୁରାରୋପଣ ହୋଇଥିବା ବେଳେ ଆଜି ତଥା ବୁଧବାର ଦିନ କଳସ ଯାତ୍ରା ସମାପନ ହୋଇଯାଇଛି। ଗୁରୁବାର ଅଧିବାସ ପର ଠାରୁ ଯଜ୍ଞ ଆରମ୍ଭ ହେବ। ଯଂଜ୍ଞରେ ଦୈନିକ ଚଣ୍ଡୀପାଠ, ରାମଚରିତ ମାନସ ପଠନ, ଭଜନ ଏବଂ ପ୍ରତ୍ୟେହ ମା’ ଭଗବତୀଙ୍କ ବାପଘର ଶ୍ରୀ ଶ୍ରୀ ଶ୍ରୀ ଦକ୍ଷେଶ୍ୱରଙ୍କ ନିକଟରେ ରୁଦ୍ରାଭିଷେକ ଆସନ୍ତା ୩୦ ତାରିଖ ଗୁରୁବାର ପର୍ଯ୍ୟନ୍ତ ଚାଲୁ ରହିବ। ପ୍ରତ୍ୟେକ ଦିନ ସନ୍ଧ୍ୟା ସମୟରେ ଶ୍ରଦ୍ଧାଳୁ ମାନଙ୍କୁ ପ୍ରବଚନ ଦେବାର କାର୍ଯ୍ୟକ୍ରମ ସ୍ଥିର କରାଯାଇଛି।

ବିଶ୍ୱଶାନ୍ତି ମହାଯଜ୍ଞ ମା’ ଭଗବତୀ
Share. Facebook Twitter LinkedIn Email WhatsApp Copy Link

Related Posts

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026

ମାରୁତି ୱାକର୍ସ କ୍ଲବର ନୂତନ କର୍ମକର୍ତ୍ତା

September 7, 2026

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ

September 6, 2026

ରେଢ଼ାଖୋଲରେ ଆରଏସଏସ ଯୁବ ସମ୍ମିଳନୀ

September 6, 2026
Latest News

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026

ଦିଲ୍ଲୀରେ ଅନଧିକୃତ ପଞ୍ଚମ ମହଲା କୋଠାକୁ ସିଲ୍ କରାଯିବ: ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିର୍ଦ୍ଦେଶ

September 7, 2026

୬୦ ଲକ୍ଷ ଲୋକଙ୍କ ଆକାଉଣ୍ଟରେ ୧୫୦୦ ଲେଖାଏଁ ଜମା କଲେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ

September 7, 2026

ଏବେ ଆଉ ୪୫ ଦିନ ଅପେକ୍ଷା କରିବାକୁ ପଡ଼ିବ ନାହିଁ: ଉଠିଲା ଗ୍ୟାସ ସିଲିଣ୍ଡର ବୁକ୍ କରିବାର କଟକଣା

September 7, 2026

ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬ରେ ପରବର୍ତ୍ତୀ ତାରିଖ ଧାର୍ଯ୍ୟ

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.