Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ରେଳ ଷ୍ଟେସନ ପ୍ଲାଟଫର୍ମରୁ ବିପୁଳ ପରିମାଣର ଗଞ୍ଜେଇ ଜବତ: ଯୁବକ ଗିରଫ
ଆଞ୍ଚଳିକ

ବାଲୁଗାଁ ରେଳ ଷ୍ଟେସନ ପ୍ଲାଟଫର୍ମରୁ ବିପୁଳ ପରିମାଣର ଗଞ୍ଜେଇ ଜବତ: ଯୁବକ ଗିରଫ

March 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଆରପିଏଫ ଆଜି ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଖୋର୍ଦ୍ଧା ଜିଆରପିକୁ ହସ୍ତାନ୍ତର କରିଛି। ସୂଚନା ମୁତାବକ ଆଜି ଅପରାହ୍ନରେ ବାଲୁଗାଁ ଆରପିଏଫ ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟଙ୍କ ନେତୃତ୍ୱରେ ବାଲୁଗାଁ ରେଳ ଷ୍ଟେସନ ପରିସରରେ ଚଢ଼ାଉ ଚାଲିଥିବା ବେଳେ ୧ ନମ୍ବର ପ୍ଲାଟଫର୍ମର ଶେଷ ଭାଗରେ ଜଣେ ଯୁବକ ସଂନ୍ଦିଗ୍ଧ ଅବସ୍ଥାରେ ବସିଥିବାର ଦେଖିବାକୁ ପାଇଥିଲେ। ଯୁବକଙ୍କ ବ୍ୟାଗ ତଲାସି ନିଆଯିବାରୁ ତନ୍ମଧ୍ୟରୁ ୧୧ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଥିଲା। ଜବତ ଗଞ୍ଜେଇ ର ମୂଲ୍ୟ ୧ ଲକ୍ଷ ୧୩ ହଜାର ଟଙ୍କା ହେବ ବୋଲି ଜଣାପଡିଛି। ଗିରଫ ଅଭିଯୁକ୍ତ ହେଲେ ହେଲେ ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅଞ୍ଚଳର ଦୀପକ ଗୌଡ଼(୨୦)।

ଏହି ପରିପ୍ରେକ୍ଷୀରେ ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ଖୋର୍ଦ୍ଧା ରୋଡ ଜିଆରପି କେସ ନମ୍ବର ୨୭/୨୩ ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ଗଞ୍ଜେଇ ଜବତ ବାଲୁଗାଁ ରେଳ ଷ୍ଟେସନ ଯୁବକ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ଆଜି ଫେବୃୟାରୀ ୨୫ ତାରିଖ ବୁଧବାର, ଏହି ରାଶିର ଲୋକେ ପାଇବେ ଖୁସି ଖବର

February 25, 2026

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.